ନୂଆପଡା କୋମନାରେ ପ୍ରଚାର କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ନିର୍ବାଚନ ପ୍ରଚାର ପାଇଁ ନୂଆପଡାରେ ପହଂଚିଛନ୍ତି । କୋମନା ବ୍ଲକ ର ତାରାବୋଡ଼,ଧାନମଣ୍ଡି ପଡିଆ ରେ ଆୟୋଜିତ ବିରାଟ ନିର୍ବାଚନୀ ସଭାରେ ଯୋଗ […]

ବିଜେଡ଼ି ଛାଡି ବିଜେପି ରେ ମିଶିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ

ଭୁବନେଶ୍ୱର: ବିଜେପିରେ ମିଶିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ […]

ତେଲେଙ୍ଗାନାରେ ବସ୍‌- ଟ୍ରକ୍‌ ମୁହାଁମୁହିଁ ଧକ୍କା; ୨୦ ମୃତ, ଅନେକ ଆହତ

ହାଇଦ୍ରାବାଦ: ଆଜି ସକାଳେ ରାଜ୍ୟର ରଙ୍ଗାରେଡ୍ଡି ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଏବଂ ଏକ ଡମ୍ପର ଟ୍ରକ୍ ଧକ୍କାରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ […]

ରୁଚି କମ୍ପାନୀର ପ୍ରତିଷ୍ଠାତା ଶରତ ସାହୁଙ୍କ ପରଲୋକ

କଟକ : ରୁଚି କମ୍ପାନୀର ପ୍ରତିଷ୍ଠାତା ଶିଳ୍ପପତି ଶରତ ସାହୁଙ୍କ ପରଲୋକ। ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ରୁଚି ବ୍ରାଣ୍ଡ କମ୍ପାନୀର ଓଏଫଏମଏଲର ଏମଡି ଶରତ ସାହୁ […]

ମୁଖ୍ୟ ଶାସନ ସଚିବଙ୍କୁ ସୁପ୍ରିମକୋର୍ଟ ରେ ହାଜର ହେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ:ରାସ୍ତାରୁ ବୁଲା କୁକୁରଙ୍କୁ ହଟାଇବା ପ୍ରସଙ୍ଗକୁ ସୁପ୍ରିମକୋର୍ଟ ଗୁରୁତ୍ବର ସହ ଗ୍ରହଣ କରୁଛନ୍ତି। ସୁପ୍ରିମକୋର୍ଟ ତାଙ୍କ ପୂର୍ବ ଶୁଣାଣିରେ ବୁଲା କୁକୁରଙ୍କ ସମ୍ପର୍କରେ ସତ୍ୟପାଠ ଦାଖଲ କରିବାକୁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ […]

୧୫୧ ଗ୍ରାମର ବ୍ରାଉନସୁଗାର ଜବତ, ୪ ଗିରଫ: ଅପରେସନ ଚକ୍ରର ସଫଳତା

ପୁରୀ: ଅପରେସନ ଚକ୍ର ଅଭିଯାନରେ ଜବତ ହୋଇଛି ୧୫୧ ଗ୍ରାମର ବ୍ରାଉନସୁଗାର । ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ । ଏହି ଘଟଣାରେ ପୋଲିସ ଚାରି ଜଣଙ୍କୁ ଗିରଫ କରିଛି […]

କୋରାପୁଟ ବିଧାୟକଙ୍କ ପିଏସଓ ନିଲମ୍ବିତ

ନୂଆପଡା: ନୂଆପଡ଼ା ଜିଲ୍ଲା କୋମନା ଅଞ୍ଚଳରେ ଶନିବାର ଘଟିଥିବା ଫାଙ୍କା ଗୁଳିକାଣ୍ଡ ଘଟଣାରେ କୋରାପୁଟ ବିଧାୟକଙ୍କ ପିଏସଓ ନିଲମ୍ବିତ ହୋଇଛନ୍ତି। କୋରାପୁଟ ଏସପି ପିଏସଓ ଡମ୍ବରୁ ହନ୍ତାଳଙ୍କୁ ନିଲମ୍ବିତ କରିଛନ୍ତି। ଅନୁଯାଇ, ଶନିବାର କୋମନାର […]

ନୂଆପଡ଼ା ଗସ୍ତରେ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀ

ନୂଆପଡା: ନୂଆପଡ଼ାରେ ଧିରେ ଧିରେ ଜମିଲାଣି ପ୍ରଚାର। ପ୍ରାର୍ଥୀଙ୍କ ହାତରେ ପ୍ରଚାର ପାଇଁ ରହିଲା ଆଉ ସପ୍ତାହେ । ଏହି ଉପନିର୍ବାଚନ ତିନି ଦଳ ପାଇଁ ପାଲଟିଛି ସମ୍ମାନର ବିଷୟ । ଏହି କ୍ରମରେ […]

ଉତ୍ତରାଖଣ୍ଡରୁ ଗିରଫ ହୋଇ ଭୁବନେଶ୍ୱରରେ ପହଞ୍ଚିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି

ଭୁବନେଶ୍ୱର: ବହୁଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିକୁ ବିମାନରେ ନୂଆଦିଲ୍ଲୀରୁ ଭୁବନେଶ୍ୱକୁ ଆଣିଲା କ୍ରାଇମ୍‌ବ୍ରାଞ୍ଚ । ଏୟାରପୋର୍ଟରୁ ସିଧା କ୍ରାଇମ୍‌ବ୍ରାଞ୍ଚ ଅଫିସ୍ ଗଲା ଶଙ୍କର ପୃଷ୍ଟି । ନେପାଳ […]

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ପ୍ରଥମ ସେମି କଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ

ଭୁବନେଶ୍ୱର: ଆଜି ଭୁବନେଶ୍ବର ଇନଫୋଭ୍ୟାଲିରେ ବୃହତ ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ SiCSem ପ୍ରକଳ୍ପର ଭୂମି ପୂଜନ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭିସିରେ ଯୋଗ ଦେଇଛନ୍ତି […]