ବସ୍‌ ଭିତରେ ୪ ବର୍ଷର ଶିଶୁ କୁ ଦୁଷ୍କର୍ମ ମାମଲା; ଦୁଇ ଯବାନଙ୍କୁ ଆଜୀବନ କାରାଦଣ୍ଡାଦେଶ

ବ୍ରହ୍ମପୁର: ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍‌ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଇଥିଲା। ଉକ୍ତ ମାମଲାର ଶୁକ୍ରବାର […]

ଆଉ ୧୭ ଜଣ ନେତାଙ୍କୁ ସଂଯୋଜନା ଦାୟିତ୍ବ ଦେଲା ବିଜେଡି

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ପୁଣି ୧୭ ଜଣ ନେତାଙ୍କୁ ସଂଯୋଜନା ଦାୟିତ୍ବ ଦେଇଛି ବିଜେଡି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଦ୍ମନାଭ ବେହେରା, ଅଶୋକ ଚନ୍ଦ୍ର ପଣ୍ଡା, ମହେଶ ସାହୁ, ସୁମିତ୍ରା […]

CMC ବୈଠକରେ ଗଣ୍ଡଗୋଳ;ବୈଠକ ଅଧାରୁ ପଳେଇଲେ ମେୟର ଓ କମିଶନର

କଟକ: କଟକରେ ସିଏମସି କାଉନସିଲ ବୈଠକ ବସିଥିବା ବେଳେ ଆଜି ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପିର କର୍ପୋରେଟର। ଏପରିକି ମାଇକ ଭାଙ୍ଗିବା, ଫୁଲଦାନୀ ଫୋପାଡ଼ିବା ସହ ଠେଲପେଲା ହେବାଭଳି ପରିସ୍ଥିତି ଦେଖିବାକୁ ମିଳିଛି। […]

ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ…

ନୂଆପଡା: ତିନି ରାଜନୈତିକ ଦଳ ପକ୍ଷରୁ ଜୋରଦାର ପ୍ରଚାର ଜାରି ରହିଛି। ଏହାରି ଭିତରେ ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି। ପ୍ରୀତିରଞ୍ଜନଙ୍କ ନୂଆପଡା ଖରିଆର୍‌ ରୋଡରେ ଥିବା ବାସଭବନରେ ପୁଲିସ […]

ରାଜଧାନୀରେ ନାବାଳକକୁ ମାଡ଼ ଘଟଣାର ଭିଡିଓ ଭାଇରାଲ; ୭ ଜଣ ଅଭିଯୁକ ଗିରଫ

ଭୁବନେଶ୍ୱର: ନାବାଳକକୁ ଅପହରଣ ପରେ ନିସ୍ତୁକ ମାଡ଼ ମାରୁଥିବାର ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ଧଉଳି ଥାନା ପୁଲିସ। ଏଥିରେ ମୁଖ୍ୟ ଅଭିଯୁକ୍ତ ସମେତ […]

ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରୁ ଉଚ୍ଛେଦ ହେବ ଉଠା ଦୋକାନ

ପୁରୀ: ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ସମସ୍ତ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯିବ । ଚତୁଃପାର୍ଶ୍ଵକୁ ସୌନ୍ଦର୍ଯ୍ୟକରଣ କରାଯିବା ସହ ପରିଷ୍କାର ପରିଚ୍ଛନ୍ନ ରଖାଯିବ । ଏହା ସହ କୌଣସି ଘରୋଇ କାର୍ଯ୍ୟକ୍ରମ ଆୟୋଜନ […]

ଶେଷ ନିଦ୍ରାରେ ବିଜେପିର ବରିଷ୍ଠ ନେତା ଶଙ୍କର ପରିଡା

ଭୁବନେଶ୍ୱର: ପୁରୀ ଜିଲ୍ଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ନେତା ଶ୍ରୀ ଶଙ୍କର ପରିଡାଙ୍କ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର […]

NESCO ଗ୍ରାଉଣ୍ଡରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ ଚମତ୍କାର […]

ଉପାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର: ଉପାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ । ପ୍ରଶାସନର ଅବହେଳା ଅଭିଯୋଗ କରି ବୁଧବାର ସମର୍ଥା ନିଯୋଗ ସେବାୟତ ନୀତିକାନ୍ତି ବନ୍ଦ କରିଛନ୍ତି । ଏପରିକି ଗୁରୁବାର ମଧ୍ୟ ନୀତି ବନ୍ଦ ରଖିବାକୁ ଦେଇଛନ୍ତି […]

ରେଭେନ୍ସା ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି: ଅସୁସ୍ଥ ଛାତ୍ର ଏସ୍‌ସିବିରେ ଭର୍ତ୍ତି

କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଆତଙ୍କ। ୧୫ରୁ ଉର୍ଦ୍ଧ୍ଵ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କର ଚିକିତ୍ସା ଚାଲିଛି। ଖବର ପାଇବା ପରେ ଜିଲ୍ଲା ସ୍ଵାସ୍ଥ୍ୟ […]