ଆନ୍ଧ୍ରପ୍ରଦେଶର ଅମଲାପୁରମଠାରେ ଲ୍ୟାଣ୍ଡଫଲ କଲା ବାତ୍ୟା ମୋନ୍ଥା

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ‌ ଉପକୂଳରେ ମାଡ଼ ହୋଇଛି ଭୀଷଣ ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ରାତି ପ୍ରାୟ ୭ଟାରେ ମଛଲିପଟନମ୍‌-କଳିଙ୍ଗପଟନମ୍‌ ମଧ୍ୟରେ କାକିନାଡ଼ା ଦକ୍ଷିଣ ଦିଗକୁ ନର୍ସାପୁରମ୍‌ଠାରେ ସ୍ଥଳଭାଗ ଛୁଇଁଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ମୁତାବକ […]

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ ହୋଇଛି । କଳାବଜାରୀ ରୋକିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡାକଡି କରାଯାଇଛି […]

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା : ଜିରୋ କାଜୁଆଲଟି ର ଲକ୍ଷ୍ୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ, କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ବିଭାଗକୁ ନେଇ […]

ବସରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ, ପ୍ରତି ୩ ମାସରେ ହେବ ଯାଞ୍ଚ

ଭୁବନେଶ୍ୱର: ଚଳନ୍ତା ବସ୍‌ରେ ଅଗ୍ନିକାଣ୍ଡ ଘଟି ଯାତ୍ରୀଙ୍କ ଜୀବନ ଯିବା ଘଟଣାକୁ ଗୁରୁତର ନେଇଛି ରାଜ୍ୟ ପରିବହନ ଓ ଅଗ୍ନିଶମ ବିଭାଗ । କିଭଳି ଏହି ବିପଦପୂର୍ଣ୍ଣ ଯାତ୍ରାକୁ ଏଡ଼ାଇ ହେବ, ଏଥିପାଇଁ ‌ସ୍କୁଲ୍‌ […]

ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । […]

ନୟାଗଡ଼ ଜିଲ୍ଲା କାରାଗାରରେ ଗୋଷ୍ଠୀ ସଂଘର୍ଷ

ନୟାଗଡ: ଖୁଣ୍ଟୁବନ୍ଧସ୍ଥିତ ନୟାଗଡ଼ ଜିଲ୍ଲା ଜେଲରେ ଏଭଳି ଘଟଣା ଘଟିଛି । ସୁପରିଟେଣ୍ଡେଣ୍ଟ ଓ ଜେଲ୍ କର୍ମଚାରୀଙ୍କୁ କଏଦୀ ଆକ୍ରମଣ କରିଛନ୍ତି। ଯାହାଫଳରେ ୪ ଜଣ ୱାର୍ଡରଙ୍କ ସମେତ ଜେଲ୍ ସୁପରିଟେଣ୍ଡେଣ୍ଟ ଆହତ ହୋଇଛନ୍ତି […]

ଘରେ ପଶି ନେଇଗଲେ ୪୦ ଗ୍ରାମ୍ ସୁନା ସହ ୨୫ ଲକ୍ଷ ଟଙ୍କା

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇ ମୁଖ୍ୟ ସହରରେ ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଟଙ୍କା ଓ ସୁନାଗହଣା। ବଣାଇ ଥାନାଠାରୁ ମାତ୍ର ପାଞ୍ଚ ଶହ […]

କୋଟାରେ ଓଡ଼ିଆ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର: ରାଜସ୍ଥାନ କୋଟାରେ ନିଟ୍‌ କୋଚିଂ ନେଉଥିଲେ ମୃତ ଛାତ୍ର। ସଂପୃକ୍ତ ଛାତ୍ର ଗଞ୍ଜାମ ଜିଲ୍ଲା ଜରଡା ଥାନା ଅଭୟପୁରର ରୋଶନ କୁମାର ପାତ୍ର । ସେ ମାତ୍ର ୪ ମାସ ତଳେ କୋଚିଂ […]

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ଦେଓରଞ୍ଜନ […]

୫ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ […]