ଭୁବନେଶ୍ୱର: ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଙ୍ଗୋପସାଗର ରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ […]
Category: ରାଜ୍ୟ
ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପୁରୀ ପୋଲିସର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି
ପୁରୀ : ପୁରୀ ପୋଲିସ ପକ୍ଷରୁ ସମସ୍ତ ହୋଟେଲ ମାଲିକ, ପରିଚାଳକ ଓ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ପାଇଁ ଏକ ବିସ୍ତୃତ ବୈଠକ କରାଯାଇଛି । ପୁରୀ ସହର ଓ ସମୁଦ୍ରତଟ ଅଞ୍ଚଳରେ ପର୍ଯ୍ୟଟକ ସୁରକ୍ଷା, […]
ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ
ଭୁବନେଶ୍ୱର: ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ। ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ । ନିର୍ଦ୍ଧିଷ୍ଟ ସମୟରେ ଚକ ଥିବା ଟ୍ରଲିରେ ଜିନିଷ ରଖି ବେପାର କରିବେ। […]
ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ
ଭୁବନେଶ୍ୱର: ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ। ୩୦ ଲକ୍ଷ ଟନର ଆଲୁମିନିୟମ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ବେଦାନ୍ତ ମୁଖ୍ୟ ଅନୀଲ […]
ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି
ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍ଓପି ଆଣିବ ବିଏମ୍ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍ସି ମେୟର ସୁଲୋଚନା ଦାସ । ସବୁ […]
ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ
ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ । ୪୪ ଜଣ ଓକିଲ କୋର୍ଟରେ ଓକିଲାତିନାମା ଦାଖଲ କରିଥିବା ସୂଚନା ମିଳିଛି । ସେପଟେ ଅନ୍ୟତମ […]
୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି
ନୂଆପଡା: ଉପନିର୍ବାଚନ ଜିତିବା ପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳର ଯୋଜନା । ନୂଆପଡ଼ା ଉପନିର୍ବାଚନ ପାଇଁ ୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି । ବଞ୍ଜରୀ ଦାୟିତ୍ବରେ […]
ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପାଇଁ ନୂଆ ଗାଇଡ଼ ଲାଇନ ଜାରି
ଭୁବନେଶ୍ୱର: ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ । ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ […]
ନୂଆପଡା ଉପନିର୍ବାଚନ; ୫ ନାମାଙ୍କନ ପତ୍ର ନାକଚ
ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଛି ବୋଲି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ବୁଧବାର ସୂଚନା ଦେଇଛନ୍ତି। ଅଯୋଗ୍ୟ […]
ପୋଲିସ ସବ୍-ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୋଲିସ ସବ୍ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ […]
