ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ; ଡିଜିପିଙ୍କ ଚେତାବନୀ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି କଡ଼ା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା […]

ବ୍ଲକ୍‌ରେ ଏବିଡିଓଙ୍କୁ ଦୁର୍ବ୍ୟବହାର ଘଟଣା

ଚୌଦ୍ୱାର: ଟାଙ୍ଗୀ ସାଲେପୁର ନିର୍ବାଚନ ମଣ୍ଡଳୀର ବିଜେପି ନେତା ଅରିନ୍ଦମ୍ ରାୟ ବ୍ଲକ୍ ଭିତରେ କାର୍ଯ୍ୟରତ ଥିବା ବ୍ଲକ୍ ଏବିଡ଼ିଓ ଓ ଜଣେ ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣା ସାମ୍ନାକୁ ଆସିଥିଲା l […]

ଯୋଗାଣ ବିଭାଗର ବିଭିନ୍ନ ସ୍ଥାନରେ ଚଢ଼ାଉ,୫୦୫ ଲିଟର ଡିଜେଲ ଜବତ

ଭୁବନେଶ୍ୱର:ରାଜ୍ୟରେ ବିଭିନ୍ନ ସ୍ଥାନରେ ପେଟ୍ରୋଲ ଓ ଡିଜେଲ ଅବୈଧ ଭାବେ ମହଜୁଦ କରି କଳାବଜାରୀ କରୁଥିବା ବ୍ୟକ୍ତି ମାନଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଏଥିନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି […]

ତୁରଭୁଜ ଖାଇ ପରିବାର ୫ ଜଣ ଅସୁସ୍ଥ, ଜଣେ ନାବାଳକ ମୃତ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ପଟ୍ଟାମୁଣ୍ତାଇ ଅନ୍ତର୍ଗତ କୁପୁଣି ଗାଁରେ ଘଟିଛି ଅଭବାନୀୟ ଘଟଣା। ତରଭୁଜ ଖାଇ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥଙ୍କ ମଧ୍ୟରେ ଦୁଇଟି ଶିଶୁ ରହିଛନ୍ତି […]

ଡିଜେଲ ଅଭାବରୁ ଚିଲିକାରେ ଫସିଲା ୪୦ ଡଙ୍ଗା

ଭୁବନେଶ୍ୱର: ରାଜ୍ୟରେ ଏବେ ତୀବ୍ର ପେଟ୍ରୋଲ ଓ ଡିଜେଲ ଅଭାବ ପରିଲକ୍ଷିତ ହେଉଛି । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଥିବା ପେଟ୍ରୋଲ ପମ୍ପଗୁଡ଼ିକରେ ଗ୍ରାହକଙ୍କ ଅସମ୍ଭାଳ ଭିଡ଼ ସହ ଲମ୍ବା ଲାଇନ୍ […]

ସରକାରୀ ଗାଡ଼ିର ‘ରାଇଡ୍ ସେୟାରିଂ’ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସରକାରୀ ଯାନବାହାନର ସଚେତନ ଏବଂ ସଂଯମୀ ବ୍ୟବହାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ଆଦେଶ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]

ଓଡ଼ିଶାରେ ଟାଟା ୫ଟି ଗ୍ରୀନ୍ ଏନର୍ଜି ସ୍କିଲ ସେଣ୍ଟର ପ୍ରତିଷ୍ଠା କଲା

ଭୁବନେଶ୍ୱର: ୨୦୨୬ ମଧ୍ୟରେ ଓଡ଼ିଶାର କଟକ, ଢେଙ୍କାନାଳ, ବାଲେଶ୍ୱର, ସମ୍ବଲପୁର ଏବଂ ବ୍ରହ୍ମପୁରଠାରେ ୫ଟି ଗ୍ରୀନ୍ ଏନର୍ଜି ସ୍କିଲ୍ସ ସେଣ୍ଟର ପ୍ରତିଷ୍ଠା କରିଛି ଟାଟା । ଏହି ପଦକ୍ଷେପଟି ଓଡ଼ିଶାର ବଢୁଥିବା ବିଦ୍ୟୁତ ଏବଂ […]

ଓଡ଼ିଆ ସିନେମା ଜଗତରେ ନୂତନ ଯୁଗର ଆରମ୍ଭ:ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଚଳଚ୍ଚିତ୍ର ନୀତି- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ପୁନରୁଦ୍ଧାର ଏବଂ ଏହାର ଉନ୍ନତି ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଦିନ ସଂସ୍କୃତି ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଆଲୋଚନା […]

ତେଲ ସଂକଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିରୋଧୀ

ଭୁବନେଶ୍ୱର: ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡୁଛି। ଏଭଳି ସ୍ଥିତିରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି ବିଜେଡି । ବିଜେଡି ନେତା ସଂଜୟ […]

ଜମିବାଡ଼ି ବିବାଦକୁ ନେଇ ବଡ଼ ଭାଇ ମାରିଲା ସାନ ଭାଇକୁ

କେନ୍ଦ୍ରାପଡା: ବଡ଼ଭାଇ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ସାନଭାଇ ମୃତ। କେନ୍ଦ୍ରପଡ଼ା ଜିଲ୍ଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାରଡାଙ୍ଗ ନାଉରି ସାହିରେ ଏହି ଅଭାବନୀୟ କାଣ୍ଡ ଘଟିଛି। ମୃତକ ଜଣକ ହେଉଛନ୍ତି ସମ୍ପୃକ୍ତ ପରିବାରର […]