ନାଇଡୁ କମିଶନଙ୍କ ରିପୋର୍ଟ ଫାଇଲ୍ ଗାଏବ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲା ଏବଂ କନ୍ଧମାଳ ହିଂସାକାଣ୍ଡ ତଦନ୍ତ ସହ ଜଡ଼ିତ ‘ନାଇଡୁ କମିଶନ’ଙ୍କ ରିପୋର୍ଟ ଫାଇଲ ଗାଏବ ହେବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । […]

ପିଜି ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି; ୨୭ ଜୁଲାଇରୁ ଚଏସ୍‌ ଲକିଙ୍ଗ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟର ମାର୍କ ଆଧାରରେ କରାଯିବ। ୨୭ ଜୁଲାଇ ଅପରାହ୍ନ ୩.୦୦ ଘଟିକା ଠାରୁ ୨ ଅଗଷ୍ଟ ରାତି ୧୧.୪୫ ଘଟିକା […]

ଅଭିଯୋଗ ଶୁଣି ମୁଖ୍ୟମନ୍ତ୍ରୀ, ୧୨ ରୋଗୀଙ୍କ ପାଇଁ ୬ ଲକ୍ଷ ୧୫ ହଜାର ଟଙ୍କା ମଞ୍ଜୁର କଲେ

ଭୁବନେଶ୍ୱର: ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ […]

ନିର୍ବାଚନ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ନିରାଶ ହେଲେ ଅରୁଣ ସାହୁ

ଭୁବନେଶ୍ୱର: ଅରୁଣ ସାହୁଙ୍କ ନିର୍ବାଚନ ଅନିୟମିତତା ମାମଲା ଖାରଜ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ୬ ମାସ ମଧ୍ୟରେ ନିର୍ବାଚନ ଅନିୟମିତତା ମାମଲାର ଶୁଣାଣି କରି ରାୟ ପ୍ରକାଶ କରିବାକୁ ହାଇକୋର୍ଟଙ୍କୁ […]

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ: SDJM କୋର୍ଟରେ ଆତ୍ମସମର୍ପଣ କଲେ ପୂର୍ବତନ DFO

ଭୁବନେଶ୍ୱର: ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଗଜପତି DFO ସଂଗ୍ରାମ କେଶରୀ ବେହେରା ଆଜି ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ସେ ଆତ୍ମସମର୍ପଣ କରିଥିବା ଖବର ମିଳିଛି । […]

ଆଜି ମହାପ୍ରଭୁଙ୍କର ନୀଳାଦ୍ରି ବିଜେ: ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ଦେବେ ରସଗୋଲା ଭେଟି

ପୁରୀ: ଆଜି ନୀଳାଦ୍ରି ବିଜେ ଅବସରରେ ଶ୍ରୀଜୀଉମାନେ ଜନ୍ମବେଦୀରୁ ଫେରି ରତ୍ନସିଂହାସନକୁ ଯିବେ | ଏହି ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଅଭିମାନ କରି ମା’ ଲକ୍ଷ୍ମୀ ଶ୍ରୀମନ୍ଦିରର ଦ୍ୱାର ବନ୍ଦ କରିଦିଅନ୍ତି। ଶ୍ରୀଜଗନ୍ନାଥ […]

ଓଡ଼ିଶା ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬ ବିଜେତା

ଭୁବନେଶ୍ବର: ସୋନି ଏଣ୍ଟରଟେନମେଣ୍ଟ ଟେଲିଭିଜନର ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ଶୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୧୬’ର ବିଜେତା ହୋଇଛନ୍ତି ଓଡ଼ିଶାର ୨୪ ବର୍ଷୀୟା ଗାୟିକା ଜ୍ୟୋତିର୍ମୟୀ ନାୟକ। ଏହି ପ୍ରସିଦ୍ଧ ଟାଇଟଲ୍ ଜିତିବାରେ ସେ […]

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ

ଭୁବନେଶ୍ୱର: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ l ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ସୂଚନା ମିଳିଛି । […]

ରାଜଧାନୀରେ ଚାଞ୍ଚଲ୍ୟ :ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ଆଜି ପ୍ରତ୍ୟୁଷରେ ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ସୂଚନା ଅନୁଯାୟୀ ସ୍ଥାନୀୟ ଲୋକମାନେ ସକାଳ ପ୍ରାୟ ୪ଟା ସମୟରେ ରାସ୍ତା କଡ଼ରେ […]

ଆଜି ରଥ ଉପରେ ଶ୍ରୀଜିଉଙ୍କ ଅଧର ପଣା ନୀତି

ପୁରୀ: ମହାପ୍ରଭୁଙ୍କ ସୁନାବେଶ ସରିବା ପରେ ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି । ସନ୍ଧ୍ୟାରେ ରଥ ଉପରେ ଶ୍ରୀଜିଉଙ୍କ ପାଖରେ ଅଧରପଣା ଲାଗି ହେବ । ପ୍ରତି ରଥରେ ୩ ହାଣ୍ଡି ହିସାବରେ […]