ଭୁବନେଶ୍ୱର: ଗତ କିଛଦିନ ଧରି ଗଣମାଧ୍ୟମ ଏବଂ ସୋସିଆଲ ମିଡିଆରେ ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ ବିଜେପିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ରବିବାର ସନ୍ଧ୍ୟାରେ ଏହାକୁ ଗୁଜବ […]
Category: ରାଜ୍ୟ
ବିଜେପିରୁ ଇସ୍ତଫା ଦେଲେ ଚାମେଲି ଓଝା
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ତିଖିରିର ଚର୍ଚ୍ଚିତ ସରପଞ୍ଚ ଚାମେଲି ଓଝା ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜଧାନୀର ଲୋୟର ପିଏମଜିଠାରେ ଚାଲିଥିବା ଧାରଣାସ୍ଥଳରୁ ସେ ଏହି ଘୋଷଣା କରିଛନ୍ତି। ଦଳ ତାଙ୍କ […]
ରଥଯାତ୍ରାରେ ଦଳାଚକଟାଜନିତ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ରାଜ୍ୟ ମାନବାଧିକାର ଆୟୋଗଙ୍କ କଡ଼ା ଆଭିମୁଖ୍ୟ
ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ବାରମ୍ବାର ଭିଡ଼ ପରିଚାଳନାରେ ତ୍ରୁଟି ଓ ଦଳାଚକଟାଜନିତ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ରାଜ୍ୟ ମାନବାଧିକାର ଆୟୋଗ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆଇନଜୀବୀ ନିଶିକାନ୍ତ ମିଶ୍ରଙ୍କ ଦ୍ୱାରା ଦାଏର […]
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା :ଓଡ଼ିଆ ଚଳଚ୍ଚିତ୍ର ‘ଲହରୀ’ ପୁରସ୍କୃତ
ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଭାରତୀୟ ସିନେମା ଜଗତର ବିଭିନ୍ନ ଭାଷା ଓ ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ ଏବଂ ଉତ୍କୃଷ୍ଟ […]
ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନ୍ସର ଅତ୍ୟାଧୁନିକ ଚିକିତ୍ସା :ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: କ୍ୟାନସର ରୋଗୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି l ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କ୍ୟାନସର ଆରୋଗ୍ୟ ଯୋଜନାକୁ ରାଜ୍ୟ ବଜେଟ୍ରେ ସାମିଲ କରାଯାଇଛି। […]
କ୍ୟାପିଟାଲ ଥାନାରେ ହାଜର ହେଲେ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ର
ଭୁବନେଶ୍ୱର: ବହୁଚର୍ଚ୍ଚିତ ସିଏମ୍ଓରୁ ଫାଇଲ ହଜିବା ଘଟଣାରେ ପୋଲିସ ତଦନ୍ତକୁ ଜୋରଦାର କରିଛି। ଏହି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଓଏସଡି ତଥା ତତ୍କାଳୀନ ଆଇଟି ସଚିବ ମନୋଜ ମିଶ୍ର କ୍ୟାପିଟାଲ ଥାନାରେ […]
ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ
ପୁରୀ: ପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପୁରୀ ମେଡିକାଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରଥଯାତ୍ରା ସମୟରେ ଆହତ ହୋଇ ଚିକିତ୍ସାଧୀନ ଥିବା ଶ୍ରଦ୍ଧାଳୁମାନଙ୍କ ସହ ସାକ୍ଷାତ କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଅବଗତ […]
୩୫ଟି ପୌରାଂଚଳ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ନେଇ ଚିଠା ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ନୂତନ ଗଠିତ ୨୯ଟି ଏନଏସି ଓ ୬ଟି ମ୍ୟୁନିସପାଲଟିରେ ଅଧ୍ୟକ୍ଷ ପଦବୀ ସଂରକ୍ଷଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ମ୍ୟୁନିସପାଲଟି ଆକ୍ଟ-୧୯୫୦ ଓ ଓଡ଼ିଶା ମ୍ୟୁନିସପାଲଟି […]
ବିୟୁଟି ମହାନ୍ତି ମୃତ୍ୟୁ ମାମଲା: ମିଳିଛି ଡିଜିଟାଲ ପ୍ରମାଣ, ତଦନ୍ତ ଜାରି ରହିଛି
କଟକ: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶଙ୍କ କହିବା ଅନୁସାରେ, ଏହି ମାମଲାରେ କିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିବା ସହ ଷ୍ଟେଟ୍ ଫରେନ୍ସିକ୍ ସାଇନ୍ସ […]
ଶରଧାବାଲିରେ ପହଞ୍ଚିଲେ ୩ ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ
ପୁରୀ: ଚଳିତ ବର୍ଷର ପବିତ୍ର ଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହୋଇଛି। ପୂର୍ବରୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ସାରିଥିଲା। ଏବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ପହଞ୍ଚିବା […]
