କଟକ: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶଙ୍କ କହିବା ଅନୁସାରେ, ଏହି ମାମଲାରେ କିଛି ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ପ୍ରମାଣ ମିଳିବା ସହ ଷ୍ଟେଟ୍ ଫରେନ୍ସିକ୍ ସାଇନ୍ସ […]
Category: ରାଜ୍ୟ
ଶରଧାବାଲିରେ ପହଞ୍ଚିଲେ ୩ ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ
ପୁରୀ: ଚଳିତ ବର୍ଷର ପବିତ୍ର ଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହୋଇଛି। ପୂର୍ବରୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ସାରିଥିଲା। ଏବେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ପହଞ୍ଚିବା […]
ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି: ଅନୁରାଗ କୁମାରଙ୍କୁ ମିଳିଲା ଦାୟିତ୍ୱ
ଭୁବନେଶ୍ୱର: ଗୃହ ମନ୍ତ୍ରଣାଳୟ ୧୯୯୨ ବ୍ୟାଚର ୟୁଟି କ୍ୟାଡରର ଆଇପିଏସ ଅଧିକାରୀ ସତୀଶ ଗୋଲଚାଙ୍କୁ ଦିଲ୍ଲୀ ପୋଲିସ କମିଶନର ପଦରୁ ହଟାଇ ଦେଇଛି। ୧୯୯୪ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ଅନୁରାଗ କୁମାରଙ୍କୁ ଦିଲ୍ଲୀର ନୂତନ […]
ରାଜମହଲର ‘ଶ୍ରୀଲେଦର୍ସ ସୋ’ ରୁମ୍ରେ ରେ ଅଗ୍ନିକାଣ୍ଡ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ରାଜମହଲ ଛକ ନିକଟରେ ଥିବା ଜୋତା ସୋରୁମ ‘ଶ୍ରୀଲେଦର୍ସ’ରେ ଆଜି ସକାଳୁ ସକାଳୁ ନିଆଁ ଲାଗିଯାଇଛି। ଭୋର ପ୍ରାୟ ୫ଟା ସମୟରେ ଏହି ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ସ୍ଥାନୀୟ ଲୋକେ […]
ଦଳାଚକଟା ମୃତ୍ୟୁକୁ ମୁଖ୍ୟମନ୍ତ୍ରୀଙ୍କ ଖଣ୍ଡନ: ରଥଯାତ୍ରା ପରିଚାଳନାରେ ବ୍ୟାପକ ତ୍ରୁଟିକୁ ନେଇ ବର୍ଷିଲେ ପ୍ରମିଳା ମଲ୍ଲିକ
ଭୁବନେଶ୍ୱର: ଚଳିତବର୍ଷ ରଥଯାତ୍ରାରେ ପ୍ରାୟ ୮ରୁ ୯ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା। ଭିଡ଼ ଦଳାଚକଟାରେ ଦୁଇ ଜଣଙ୍କ ମୁତ୍ୟୁ ହେବା ସହିତ ଅନେକ ଆହତ ହେବା ନେଇ ଖବର ପ୍ରକାଶ ପାଇଥିଲା l ଶ୍ରଦ୍ଧାଳୁଙ୍କ […]
ପୁରୀ ବଡ଼ଦାଣ୍ଡରେ ଠେଲାପେଲାରେ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର
ପୁରୀ: ରଥଯାତ୍ରାରେ ଠେଲାପେଲା ଯୋଗୁ ତଳେ ପଡ଼ି ଶ୍ୱାସରୁଦ୍ଧ ହୋଇଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ […]
ରଥରେ ବିରାଜମାନ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ଧାଡ଼ି ପହଣ୍ଡିରେ ଆସି ଠାକୁରେ ନିଜ ନିଜ ରଥରେ ବିରାଜମାନ ହୋଇଛନ୍ତି । ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । ଘଣ୍ଟ, ଘଣ୍ଟା, ମୃଦଙ୍ଗ ତାଳରେ ଚତୁର୍ଦ୍ଦିଗ ପ୍ରକମ୍ପିତ ହେଉଛି । […]
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଫାଇଲ ଗାଏବ ହେବା ଘଟଣାରେ ଦୁଇ ଅବସରପ୍ରାପ୍ତ ଅଫିସରଙ୍କୁ ନୋଟିସ୍ ପଠାଇଲା କମିଶନରେଟ ପୁଲିସ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିଶନ ଫାଇଲ ଗାଏବ ହେବା ଘଟଣାରେ କମିଶନରେଟ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୂର୍ବତନ ଆଇଟି ସଚିବ ମନୋଜ କୁମାର ମିଶ୍ର ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ […]
ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା:ଭକ୍ତମୟ ଶ୍ରୀକ୍ଷେତ୍ର
ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥାରୁଢ଼ ହେବେ ଚତୁର୍ଦ୍ଧା ମୂର୍ତ୍ତି, ଭକ୍ତ ଓ ଭଗବାନଙ୍କ ହେବ ମହାମିଳନ । ଏହି ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। […]
ଜାରି ହେଲା ରେଡ୍ ଓ୍ୱାର୍ଣ୍ଣିଂ, ସବୁ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ
ଭୁବନେଶ୍ୱର: ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ସଂଲଗ୍ନ ଘୂର୍ଣ୍ଣବଳୟ ସମୁଦ୍ର ପତ୍ତନରୁ ୭.୬ କିଲୋମିଟର ପର୍ଯ୍ୟନ୍ତ ରହିଛି। ଏହା ପ୍ରଭାବରେ ୩ ଦିନ […]
