ଭୁବନେଶ୍ୱର: ଭିଆଇପିଙ୍କ ଭଳି ମାସ ମାସ ଧରି ରହୁଥିବା ଠକ ଜଣକ ହେଲେ ୬୯ ବର୍ଷୀୟ ବିଙ୍ଗସନ୍ ଜନ୍ । ଘର ତାମିଲନାଡୁରେ। କିଛି ଦିନ ତଳେ ସେ ଭୁବନେଶ୍ଵର ମୈତ୍ରୀବିହାର ଥାନା ଅଞ୍ଚଳର […]
Category: ରାଜ୍ୟ
ବଲାଙ୍ଗିରରେ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ତୁଷୁରା ଅବକାରୀ ବିଭାଗ ଚଢ଼ାଉ କରି ପ୍ରାୟ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ […]
୨୦୨୭ ପଞ୍ଚାୟତ-ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ
ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ୨୦୨୭ରେ ହେବାକୁ ଥିବା ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁ ଓ ସ୍ୱଚ୍ଛ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆସନ୍ତା […]
କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର
କଟକ: ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ ହୋଇଛି । ମହିଳାଙ୍କୁ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୁଣ୍ଡ କାଟି […]
ଖୋଲିଲା ହୀରାକୁଦ ଡ୍ୟାମ୍ର ଆଉ ୬ଟି ଗେଟ୍, ଜାରି ହେଲା କଟକଣା
ସମ୍ବଲପୁର: ପ୍ରଥମ ପର୍ଯ୍ୟାୟରେ ଆଜି ସକାଳେ ୪ଟି ଗେଟ୍ ଖୋଲା ଯାଇଥିଲା। ନିର୍ଦ୍ଦେଶ ଆସିବା ପରେ ଆଉ ୬ଟି ଗେଟ୍ ଖୋଲିବା ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୧୦ଟି ଗେଟ୍ ଦେଇ ହେଉଛି ବନ୍ୟା […]
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍’, ଆରୋହୀ ଗୁରୁତର
କଟକ: ପୁଣି କଟକରେ ଦୁର୍ଘଟଣା ଘଟାଇଲା ‘ଆମ୍ ବସ’। ଦୁର୍ଘଟଣାରେ ବାଇକ୍ ଆରୋହୀ ଗୁରୁତର ଭାବେ ଆହତ ହୋଇଛନ୍ତି। ବାଇକ୍କୁ ଧକ୍କା ଦେଇ ୪୦ ଫୁଟ ଘୋଷାଡ଼ି ନେଲା ଆମ ବସ୍। ଦୁର୍ଘଟଣା ପରେ […]
ଅଦିନିଆ ରଥଯାତ୍ରା ପାଇଁ ପୁନର୍ବିଚାର ଆବେଦନ ପ୍ରତ୍ୟାଖାନ କଲା ଇସ୍କନ
ଭୁବନେଶ୍ୱର: ଶ୍ରୀଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ସୁରକ୍ଷାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଏବଂ ଇସ୍କନ ମଧ୍ୟରେ ଚାଲିଥିବା ବିବାଦ ଏବେ ଏକ ନୂଆ ମୋଡ଼ ନେଇଛି । ଗତ ୪ ଜୁଲାଇ ୨୦୨୬ରେ ପୁରୀ […]
ଚାନ୍ଦିପୁରରୁ ପିନାକ LRGRର ସଫଳ ପରୀକ୍ଷଣ
ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜରୁ ‘ପିନାକ’ ଲଙ୍ଗ୍ ରେଞ୍ଜ ଗାଇଡେଡ୍ ରକେଟ୍ (LRGR)ର ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ ଗତ ୮ […]
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକ :ମାର୍ଚ୍ଚ ୨୦୨୭ ସୁଦ୍ଧା ନିର୍ମାଣ ହେବ ୨୨୦୦ ସ୍କୁଲ
ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ନୂତନ ସରକାର ଆସିବା ପରେ ପ୍ରଥମ ଦିନରୁ ହିଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ (Flagship Programme) ଭାବେ […]
ନାବାଳିକା ଝିଆରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ମଉସା,ମାଉସୀ ଗିରଫ
ଭୁବନେଶ୍ୱର: ନୟାପଲ୍ଲୀ ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ନାବାଳିକା ଝିଆରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ମଉସାଙ୍କୁ ଗିରଫ କରିଛି ପୋଲିସ। ଏହି ମାମଲାରେ ମାଉସୀ ମଧ୍ୟ ସହଯୋଗ କରୁଥିବା ନେଇ ଅଭିଯୋଗ ଆସିବା ପରେ ତାଙ୍କୁ […]
