ସରକାର-ଓମ୍‌ସା ଆଲୋଚନା ସଫଳ, ଆନ୍ଦୋଳନରୁ ଓହରିଲେ ଡାକ୍ତର

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ଡାକ୍ତର ଆନ୍ଦୋଳନ ଶେଷରେ ସ୍ଥଗିତ ହୋଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗଙ୍କ ସହ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏଶନ (ଓମ୍‌ସା)ର ପ୍ରତିନିଧିମାନଙ୍କ ଆଲୋଚନା ସଫଳ ହେବା ପରେ ଡାକ୍ତରମାନେ ଆଜି […]

ରାଜଧାନୀରେ ତ୍ରିକୋଣୀୟ ପ୍ରେମକୁ ନେଇ ବୁଲିଲା ଖଣ୍ଡା, ୧୦ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁଲିସ

ଭୁବନେଶ୍ୱର: ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ ପ୍ରେମବ୍ୟାପାରକୁ ନେଇ ଗୁରୁବାରଠୁ ଆରମ୍ଭ ହୋଇଥିବା ଗୋଷ୍ଠୀ ସଂଘର୍ଷ ଆଜି ଉଗ୍ର ରୂପ ନେଇଥିଲା । ଗୋଟିଏ ଗୋଷ୍ଠୀର ଯୁବକମାନେ ପ୍ରତିଶୋଧ ନେବାକୁ ବୁଦ୍ଧ ବିହାରରେ ପୁଣି ତୁମୁଳକାଣ୍ଡ ଭିଆଇଛନ୍ତି […]

ପୁରୀ ଶ୍ରୀମନ୍ଦିରରେ ଅଣସର ନୀତି ଜାରି; ଆଜି ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି

ପୁରୀ: ୧୦୮ ଗଡ଼ୁ ପବିତ୍ର ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ବିଶ୍ରାମ କରୁଛନ୍ତି। ଅଣସର ନୀତିର ଏକ ପ୍ରମୁଖ ପରମ୍ପରା ହେଉଛି ଫୁଲୁରି ତେଲ ଲାଗି। […]

ଜୀବନ ହାରିଲେ ଚାଉଳିଆଗଞ୍ଜ ଥାନା ମହିଳା IIC

କଟକ: ମହିଳା IIC ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଗତକାଲି ଆଇଆଇସି ବିୟୁଟି ମହାନ୍ତି ଚାଉଳିଆଗଞ୍ଜ ଥାନାର ଉପରେ ଥିବା ରେଷ୍ଟରୁମରେ ରହିଥିଲେ […]

ମହାପ୍ରଭୁଙ୍କ ଅଣସର ନୀତିକୁ ନେଇ ଆପତ୍ତିଜନକ କଣ୍ଟେଣ୍ଟ ପୋଷ୍ଟ ନ କରିବାକୁ କହିଲା ପୁରୀ ପୋଲିସ :ଟେକ ଡାଉନ ହେଲା ୯୭ଟି ଆପତ୍ତିଜନକ ପୋଷ୍ଟ ଓ ଆକାଉଣ୍ଟ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଅଣସର ନୀତି ଆରମ୍ଭ ହେବା ପରଠାରୁ ସୋସିଆଲ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ମହାପ୍ରଭୁଙ୍କୁ ନେଇ କିଛି ଆପତ୍ତିଜନକ ଅନୁଚିତ ଭାବେ ଏଡିଟ ଫଟୋ, ଭିଡିଓ ଏବଂ ପୋଷ୍ଟ ପ୍ରଚାର […]

ଚୌଦ୍ୱାର ମଣ୍ଡଳ କାରାଗାରରେ ୫ କଏଦୀ ଏଚଆଇଭି ପଜେଟିଭ

କଟକ:ଚୌଦ୍ୱାର ମଣ୍ଡଳ କାରାଗାରରେ ୫ ଜଣ କଏଦୀ ଏଚଆଇଭି ପଜେଟିଭ ଚିହ୍ନଟ ହୋଇଛନ୍ତି ।ତାଙ୍କ ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି ।ସୂଚନା ଅନୁଯାୟୀ, […]

ଓଡ଼ିଶାରେ SIR ପ୍ରକ୍ରିୟା ତଦାରଖ କରିବେ ୧୦ ବରିଷ୍ଠ IAS ଅଧିକାରୀ

ଭୁବନେଶ୍ୱର: ଓଡ଼ିଶାର ୧୦ ଜଣ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ (Electoral Roll Observer) ଭାବେ ନିଯୁକ୍ତ କରାଯାଇଛି। ୧ ଜୁଲାଇ ୨୦୨୬କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରାଯାଇଛି। ଅତିରିକ୍ତ […]

୧୦ ମାସର ଶିଶୁ ଗିଳି ଦେଲା କୋଲ୍ଡ ଡ୍ରିଙ୍କସ ବୋତଲ ଠିପି

କୁଜଙ୍ଗ: ଗୁରୁବାର ରାତିରେ ଏକ ୧୦ ମାସର ଶିଶୁପୁତ୍ର ମୃଦୁ ପାନୀୟ ବୋତଲର ଠିପି ଗିଳି ଦେବାରୁ ତାର ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିଲା । ମୃତ ଶିଶୁଙ୍କ ପରିବାର ଏହି ଘଟଣାରେ ସମ୍ପୃକ୍ତ […]

ଗଜପତିରୁ ହାଇଦ୍ରାବାଦ ଯୁବତୀ ଚାଲାଣ; ଚାକିରି ନାଁରେ ବଡ଼ ଷଡଯନ୍ତ୍ର

ଗଜପତି: ଚାକିରୀ ପ୍ରଲୋଭନ ଦେଖାଇ ଯୁବତୀମାନଙ୍କୁ ଚୋରା ଚାଲାଣ କରାଯାଉଥିବା ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ୭ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି | ଏହି ଘଟଣା ପଛରେ ଏକ ବଡ଼ […]

ପ୍ରାଇଭେଟ୍ ବ୍ୟାଙ୍କରେ ଖୋଲିପାରିବେନି ସରକାରୀ ଖାତା, ୧୪ ସରକାରୀ ବ୍ୟାଙ୍କକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ ସରକାରୀ ଅର୍ଥ କାରବାରକୁ ନେଇ ଓଡ଼ିଶା ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ ବିଭାଗ, ବିଶ୍ୱବିଦ୍ୟାଳୟ, ସରକାରୀ ପ୍ରତିଷ୍ଠାନ ଓ ସ୍ୱୟଂଶାସିତ ସଂସ୍ଥାଗୁଡ଼ିକର ସବୁ ଆର୍ଥିକ କାରବାର […]