ଧର୍ମ ପରିବର୍ତ୍ତନକୁ କେନ୍ଦ୍ର କରି ଶ୍ମଶାନରେ ମିଳିଲାନି ସ୍ଥାନ

ରାୟଗଡା: ଧର୍ମ ପରିବର୍ତ୍ତନ କରିଥିବାରୁ ଆଦିବାସୀ ବୃଦ୍ଧଙ୍କୁ କାନ୍ଧ ଦେବାକୁ ଆସିଲେନି ଜାତିଭାଇ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ବ୍ଲକ ଗାଜିଗାଁ ଗ୍ରାମରେ। ମିଳିଥିବା ସୂଚନା ଅନୁସାରେ ଗାଜିଗାଁ ଗ୍ରାମର […]

ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ

ଭୁବନେଶ୍ୱର: ନବୀନ ପଟ୍ଟନାୟକ ଏବଂ ଭିକେ. ପାଣ୍ଡିଆନଙ୍କୁ କୋର୍ଟଙ୍କ ସମନ l ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବାବେଳେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ସ୍ଥାନକୁ ଶତାଧିକ ଥର ହେଲିକପ୍ଟରରେ ଗସ୍ତ ଓ ଭବ୍ୟ ସଭା କରିବା […]

ନିର୍ମାଣ ହେବ ‘ମହାଲକ୍ଷ୍ମୀ କରିଡର’:ସରକାର ବାଣ୍ଟିବେ ୧ କୋଟି ଲକ୍ଷ୍ମୀପୁରାଣ ବହି

ଭୁବନେଶ୍ୱର: ମିଶନ ଶକ୍ତି ଭବନସ୍ଥିତ ଅଡିଟୋରିଅମ୍ ହଲ୍‌ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଶକ୍ତି ବନ୍ଦନାର ମହାଗାଥା – ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ […]

ମୋବାଇଲ ପାଇଁ ଜୀବନ ହାରିଲେ ନାବାଳିକା

ରାଇରଙ୍ଗପୁର: ବାଲେଶ୍ବର ଜିଲ୍ଲାର ବରହମପୁର ଥାନା ଅନ୍ତର୍ଗତ ଗୋପପାଳ ଗ୍ରାମରେ ଜଣେ ନାବାଳିକା ମୋବାଇଲ ଫୋନ୍ ପାଇଁ ଜୀବନ ହାରିଛନ୍ତି । ମା’ ମୋବାଇଲ ଛଡ଼ାଇ ନେବାରୁ ୧୫ ବର୍ଷୀୟା ନାବାଳିକା ଜଣକ ନିଜ […]

ଝାରପଡା ଜେଲରେ ୮ଜଣ ରୋଗୀ HIV ସଂକ୍ରମିତ

ଭୁବନେଶ୍ୱର: ଭୁବନେଶ୍ବର ଝାରପଡ଼ା ଜେଲରେ ବଢୁଛି ଏଚଆଇଭି ପଜିଟିଭ ସଂଖ୍ୟା। ବର୍ତ୍ତମାନ ସୁଦ୍ଧା ୮ ଜଣ ଅନ୍ତେବାସୀ ଏଚଆଇଭି ପଜିଟିଭ୍ ଥିବା ଜଣାପଡିଛି । କିଛିଦିନ ତଳେ ମହିଳା ଥାନା ଦ୍ୱାରା ଦୁଷ୍କର୍ମ ଅଭିଯୋଗରେ […]

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କୁ ହାଇକୋର୍ଟର ଝଟକା,ପିଟିସନ ଖାରଜ

କଟକ: ଚିଟଫଣ୍ଡ ମାମଲାରେ ଫସିଥିବା ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ଆଜି ପୁଣି ନିରାଶ । ସିବିଆଇ ଦାୟର କରିଥିବା ମାମଲାକୁ ଖାରଜ କରିବା ପାଇଁ ପ୍ରଭାତ ହାଇକୋର୍ଟରେ ଯେଉଁ ଆବେଦନ କରିଥିଲେ, […]

ମିଳିଲା ଜାତୀୟ ଦଳରେ ସୁଯୋଗ, ଓଡ଼ିଶାର ୯ ଯୁବ ହକି ଖେଳାଳି ଯିବେ ବେଲଜିୟମ

ଭୁବନେଶ୍ୱର: ଭାରତୀୟ ଜୁନିୟର ପୁରୁଷ ଜାତୀୟ ହକି ଦଳର ବେଲଜିୟମ ଗସ୍ତ ପାଇଁ ଓଡ଼ିଶାର ୯ ଜଣ ପ୍ରତିଭାବାନ ଖେଳାଳି ଚୟନ ହୋଇଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ […]

ଆଦାନୀ ଏଣ୍ଟରପ୍ରାଇଜେସ ସହିତ ପୁଞ୍ଜି ନିବେଶ ପାଇଁ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝୀଙ୍କ ଉପସ୍ଥିତିରେ ୟୁଏଇର ଆବୁଧାବୀସ୍ଥିତ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ଼ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ଓ ରାଜ୍ୟ ଶିଳ୍ପ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଆଦାନୀ ଏଣ୍ଟରପ୍ରାଇଜେସ […]

ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା :ଜୟଦେବ ବିହାର-ନନ୍ଦନକାନନ କରିଡର ପାଇଁ ୫୭୯ କୋଟି

ଭୁବନେଶ୍ୱର: ଲୋକସେବା ଭବନରେ ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୮ଟି ବିଭାଗର ମୋଟ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କ୍ୟାବିନେଟ୍ ବୈଠକ ପରେ ଗଣମାଧ୍ୟମକୁ ସମ୍ବୋଧିତ କରି […]

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ […]