ପୁରୀ:ରବିବାର ପୁରୀ ଜିଲ୍ଲା କାରାଗାରରେ ଜଣେ ବିଚାରାଧୀନ କଏଦୀଙ୍କର ଝୁଲନ୍ତା ମୃତ ଦେହ ଶୌଚାଳୟରୁ ଉଦ୍ଧାର ହୋଇଛି । ସେ ଏକ ଦୁଷ୍କର୍ମ ମାମଲାରେ ଜେଲରେ ଥିଲେ । ମୃତ କଏଦୀ ହେଉଛନ୍ତି ସାକ୍ଷୀଗୋପାଳ […]
Category: ରାଜ୍ୟ
ଭିଜିଲାନ୍ସ ଜାଲରେ RI
କଟକ:ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ପଡ଼ିଛନ୍ତି । ଭିଜିଲାନ୍ସ ପକ୍ଷରୁ ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି ।ସୂଚନା ଅନୁଯାୟୀ, ଟାଙ୍ଗୀ-ଚୌଦ୍ୱାରା ରାଜସ୍ୱ […]
ଟିଟିଲାଗଡ଼ ବିଧାୟକଙ୍କ ଗିରଫ ଦାବି କଲା ବିଜେଡ଼ି
ବଲାଙ୍ଗୀର: ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକ ବନ୍ଧୁକରୁ ବ୍ଲାଙ୍କ ଫାୟାର ଘଟଣା ନେଇ ଟିଟିଲାଗଡ଼ ବିଜେଡ଼ି ସ୍ଥାନୀୟ ଥାନାରେ ଲିଖିତ ଅଭିଯୋଗ କରିଛି। ଶାନ୍ତିପୂର୍ଣ୍ଣ ସହରରେ ବିଧାୟକ ହଜାର ହଜାର ଲୋକଙ୍କ ଶୋଭାଯାତ୍ରରେ […]
ବିଧାୟିକାଙ୍କ ଘରେ ପୋଲିସର ଚଢାଉ
ଭୁବନେଶ୍ୱର:କଳାହାଣ୍ଡି ଜିଲ୍ଲା ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ପୋଲିସ ଚଢାଉ କରିଛି । କେସିଙ୍ଗା ପୋଲିସ ପକ୍ଷରୁ ଚାଲିଛି ଚଢାଉ ହୋଇଛି l ସୂଚନା ଅନୁଯାୟୀ ବିଧାୟିକାଙ୍କ […]
ରାମ ନବମୀ ଶୋଭାଯାତ୍ରା ରେ ଫାଙ୍କା ଗୁଳିଚାଳନା କରିଥିବା ବିଧାୟକଙ୍କ ପିଏସଓ ନିଲମ୍ବିତ
ବଲାଙ୍ଗୀର:ରାମନବମୀ ଶୋଭାଯାତ୍ରାରେ ସର୍ବସାଧାରଣରେ ଏକାଧିକ ଥର ଗୁଳି ଫୁଟାଇ ବିବାଦୀୟ ହୋଇଛନ୍ତି ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବିଧାୟକ ନବୀନ ଜୈନ l ବିଧାୟକଙ୍କ ଫାଙ୍କା ଗୁଳି ଚାଳନାରେ ବିଧାୟକଙ୍କ ପାଖେ ପାଖେ ରହି ସହଯୋଗ […]
ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା, ଦ୍ୱିତୀୟ ସ୍ଥାନ ଅଧିକାର କଲା ଓଡ଼ିଶା ପୋଲିସ
ହରିୟାଣା:ଗୁରୁଗ୍ରାମ ସ୍ଥିତ CRPF ଠାରେ ଅନୁଷ୍ଠିତ ୨୬ତମ ସର୍ବଭାରତୀୟ ପୋଲିସ ସୁଟିଂ (AIPDM) ପ୍ରତିଯୋଗିତାରେ ଓଡ଼ିଶା ପୋଲିସ ଅଭୁତପୁର୍ବ ସଫଳତା ହାସଲ ପ କରିଛି । ଦେଶର ବିଭିନ୍ନ ରାଜ୍ୟ ପୋଲିସ ବାହିନୀ ମାନଙ୍କ […]
ଭୁବନେଶ୍ୱର ବାର ସଂଘ ସଭାପତି ହେଲେ ଅଶୋକ ଛୋଟରାୟ
ଭୁବନେଶ୍ୱର:ଶନିବାର ସାରା ରାଜ୍ୟରେ ବାର ସଂଘ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହି କ୍ରମରେ ଭୁବନେଶ୍ୱର ଓକିଲ ସଂଘ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହୋଇ ଏହାର ଫଳାଫଳ ଘୋଷଣା ହୋଇଛି। ଏଥିରେ ଅଶୋକ ଛୋଟରାୟ ସଭାପତି […]
ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ
ପୁରୀ: ଶ୍ରୀଜିଉଙ୍କ ଦର୍ଶନ କଲେ ସ୍ଥଳସେନା ମୁଖ୍ୟ । ସପତ୍ନୀକ ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି ଉପେନ୍ଦ୍ର ଦ୍ବିବେଦୀ । ସକାଳ ୭ଟାରେ ସିଂହଦ୍ବାରରେ ପହଞ୍ଚିବା ପରେ ସେବାୟତ ଓ ପ୍ରଶାସନ […]
ଏପ୍ରିଲ ୮ରୁ ବାହାର ରତ୍ନଭଣ୍ଡାର ଗଣତମଣତି
ଭୁବନେଶ୍ୱର:ଆସନ୍ତା ୮, ୯ ଏବଂ ୧୦ ତାରିଖରେ ବାହାର ରତ୍ନଭଣ୍ଡାରର ୨ୟ ପର୍ଯ୍ୟାୟ ଗଣତିମଣତି ହେବ । ଏନେଇ ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ଗତ ୨୫ ତାରିଖରେ ମହାପ୍ରଭୁଙ୍କ […]
ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ବାର ଆସୋସିଏସନର ନିର୍ବାଚନ
କଟକ:ଆଜି ରାଜ୍ୟରେ ଅନୁଷ୍ଠିତ ହେଉଛି ବାର ଆସୋସିଏସନର ନିର୍ବାଚନ । ସମୁଦାୟ ୧୫୫ଟି ଅନୁବନ୍ଧିତ ବାର ଆସୋସିଏସନରେ ଏହି ନିର୍ବାଚନ ଅନୁଷ୍ଠିତ ହେଉଛି । ସକାଳ ୭.୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ […]
