ଭକ୍ତ ଦାସଙ୍କୁ ଚ୍ୟାଲେଞ୍ଜ କଲେ ମୋକିମ୍‌, ଲେଖିଲେ ସୋନିଆଙ୍କୁ ଚିଠି

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସ ନେତୃତ୍ଵକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ମହମ୍ମଦ ମୋକିମ୍ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ଵ ଉପରେ ପ୍ରଶ୍ନ ଉଠାଇ ମୋକିମ୍ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଚିଠି […]

ମହାନଦୀ ବିବାଦ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ୱର: ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବାପାଇଁ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ ହୋଇଛି । ଏଥିରେ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ପୃଥ୍ୱୀରାଜ […]

ବାରବାଟୀରେ ଭାରତର ଆକର୍ଷଣୀୟ ବିଜୟ

କଟକ: ବାରବାଟୀରେ ଭାରତର ବିରାଟ ବିଜୟ ।ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର ବୃହତ ବ୍ୟବଧାନରେ […]

ଓଡିଶା ରେ ୪୪,୭୭୧ କୋଟି ଟଙ୍କାର ସଡ଼କ ପ୍ରକଳ୍ପକୁ କେନ୍ଦ୍ରର ଅନୁମୋଦନ

ଭୁବନେଶ୍ୱର:ନୂଆଦିଲ୍ଲୀ ଗସ୍ତରେ ଥିବା ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଙ୍ଗଳବାର ଦିନ କେନ୍ଦ୍ର ମନ୍ତ୍ରୀ, ସଡ଼କ ପରିବହନ ଓ ରାଜମାର୍ଗ ଶ୍ରୀ ନିତିନ ଗଡ଼କରିଙ୍କ ସହ ସାକ୍ଷାତ ଆଲୋଚନା […]

ପେଟ ପାଇଁ ୭୦ ହଜାରରୁ ଉର୍ଦ୍ଧ୍ୱ ଓଡ଼ିଆ ଦାଦନ ଖଟିବାକୁ ଯାଉଛନ୍ତି

ଭୁବନେଶ୍ୱର: ପ୍ରତି ବର୍ଷ ହଜାର ହଜାର ଓଡ଼ିଆ ଶ୍ରମିକ ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ବଲାଙ୍ଗୀର ଜିଲ୍ଲାରୁ ଅଧିକ ଶ୍ରମିକ ଯାଉଥିବା ସୂଚନା ମିଳିଛି । ବିଧାୟକ ପ୍ରସନ୍ନ […]

ବିଧାନସଭା ଶୀତ ଅଧିବେଶନ ସମୟ ପୂର୍ବରୁ ସରିଲା; ୧୧ ଦିନ ଚାଲିଲା ଗୃହ

ଭୁବନେଶ୍ୱର: ସମୟ ପୂର୍ବରୁ ବିଧାନସଭା ଶୀତ ଅଧିବେଶନ ଶେଷ । ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା । ଗୃହକୁ ଅନିର୍ଦ୍ଦିଷ୍ଟ […]

ଅଭିଳାଷ ପଣ୍ଡା ଯୁବ ମୋର୍ଚ୍ଚା ସଭାପତି ଓ ଐଶ୍ୱର୍ଯ୍ୟା ବିଜେପି ମହିଳା ମୋର୍ଚ୍ଚା ନେତ୍ରୀ

ଭୁବନେଶ୍ୱର: ବିଜେପି ମୋର୍ଚ୍ଚା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ପଦପଦବୀ ପାଇଁ ନାଁ ଘୋଷଣା କଲା । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ତାଲିକା ପ୍ରକାଶ ପାଇଛି । […]

ବାଲି ଚୋରି ଉଦ୍ୟମ ବେଳେ ଏରସମା ପୁଲିସର ଚଢ଼ାଉ

ଜଗତସିଂହପୁର: ଏରସମା ଥାନା ଅନ୍ତର୍ଗତ କୁଞ୍ଜକୋଠି ପଞ୍ଚାୟତସ୍ଥିତ ଜଗତପଡା ଜଙ୍ଗଲ ଜମିରୁ ବେଆଇନ ବାଲି ଚାଲାଣ ବେଳେ ଗୋଟିଏ ଜେସିବି ଓ ୪ ଟ୍ରାକ୍ଟର ଜବତ କରାଯାଇ ଏରସମା ଥାନାରେ ରଖାଯାଇଛି। ଏହି ମାମଲାରେ […]

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ୫୦ ଲକ୍ଷ; ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା। ଏନେଇ ବିଧାନସଭାରୁ ଆସିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ସେହିପରି ଅନ୍ୟ ଏକ ସରକାରୀ ବାସଭବନର ମରାମତିରେ ଖର୍ଚ୍ଚ ହୋଇଛି ୨୩ […]

ମା’ ପୁଅଙ୍କ ନିକଟରୁ ବ୍ରାଉନ ସୁଗାର ଓ ଅନ୍ୟପଟେ କ୍ରିକେଟ ବ୍ୟାଟରୁ ଗଞ୍ଜେଇ ଜବତ

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାରୁ ବ୍ରାଉନସୁଗର କାରବାର ଚଳାଉଥିବା ମାଆ ଓ ପୁଅଙ୍କୁ କାମାକ୍ଷାନଗର ଅବକାରୀ ବିଭାଗ ଗିରଫ କରିଛି । ସେମାନଙ୍କୁ ନିକଟରୁ ୬୮୦ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଦୀର୍ଘ ଦିନ […]