ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ଅଡିଟର୍‌

ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ (RDE) କାର୍ଯ୍ୟାଳୟର ଅଡିଟର ଅମ୍ବିକା ପ୍ରସାଦ ରଥ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜଣେ କଲେଜ କର୍ମଚାରୀଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ କାବୁ କରିଛି। […]

କଳା ରଙ୍ଗର ଟି-ସାର୍ଟ ପିନ୍ଧି ବିଧାନସଭା ରେ ବିରୋଧୀ ଦଳ ର ନାରାବାଜୀ

ଭୁବନେଶ୍ୱର: ଆଜି ମଧ୍ୟ ଏସସିବି ଘଟଣାକୁ ନେଇ ଗୃହରେ ଅଚଳାବସ୍ଥା ଜାରି ରହିଛି lବିଜେଡ଼ି ବିଧାୟକମାନେ ଆଜି ଏକ ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି । କଳା ରଙ୍ଗର ଟି-ସାର୍ଟ ପିନ୍ଧି ଗୃହରେ ହଙ୍ଗମା […]

ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ

ପୁରୀ :ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି ଟିମ୍ । ଏହି ସ୍ବତନ୍ତ୍ର ପ୍ରତିନିଧି ଦଳରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍‌ପି, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ ସାମିଲ ଅଛନ୍ତି […]

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଗିରଫ ଦାବିରେ ଥାନାରେ ଏତଲା ଦେଲା ବିଜେଡି

ଭୁବନେଶ୍ବର: ଏସସିବି ଅଗ୍ନିକାଣ୍ଡକୁ ନେଇ ବର୍ଷିଛି କଟକ ଜିଲ୍ଲା ବିଜେଡି । ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଗିରଫ ଦାବିରେ ଥାନାରେ ଏତଲା ଦେଲା ବିଜେଡି । ଜିଲ୍ଲା ସଭାପତି ପ୍ରଫୁଲ୍ଲ ସିଂ ନେତୃତ୍ୱରେ କଟକ ମେୟର, ବିଭିନ୍ନ […]

ପ୍ରଭାତଙ୍କ ବିଶ୍ୱାଳ ଙ୍କ ବାସଭବନରେ ଏକାଠି ହେଲେ ଅସନ୍ତୁଷ୍ଟ କର୍ପୋରେଟର

କଟକ:କଟକରେ ବିଜେଡିରେ ଏକପ୍ରକାର ଅସ୍ଥିରତା ସୃଷ୍ଟି ହୋଇଛି। ସୌଭିକଙ୍କ ନିଲମ୍ବନକୁ ଜୋରଦାର ବିରୋଧ କରିଛନ୍ତି କଟକ ବିଜେଡିର କର୍ମୀ। ଏହା ମଧ୍ୟରେ ପ୍ରଭାତ ବିଶ୍ୱାଳଙ୍କ ଘରେ ମେଳି କରିଛନ୍ତି ବିଜେଡି କର୍ପୋରେଟର। ମଙ୍ଗଳବାର ଦିନ […]

SCB ପ୍ରସଙ୍ଗରେ ହୋହାଲ୍ଲା, ଅପରାହ୍ନ ୪ ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର :ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧ ପ୍ରଦର୍ଶନ କରିଥିଲେ ବିରୋଧୀ। ଗୃହ ମଧ୍ୟଭାଗକୁ ହୋହାଲ୍ଲା କରିଥିଲେ। ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ପ୍ଲାକାର୍ଡ ଧରି ନାରାବାଜି କରିଥିଲେ। ବାଚସ୍ପତି […]

କଟକ ଏଲଆଇସି କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ:ଲିଙ୍କ୍ ରୋଡ୍ ସ୍ଥିତ LIC କାର୍ଯ୍ୟାଳୟରେ ଆଜି ଭୋର ପ୍ରାୟ 5ଟା ସମୟରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ନେଇ ଜଣା ପଡିଛି । ଖବର ପାଇ ଚାଉଳିଆଗଞ୍ଜ […]

ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର :କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ […]

ଭୁବନେଶ୍ୱର ବିମାନ ବନ୍ଦରରୁ ୬ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ଵର : ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ଭୁବନେଶ୍ବର ବିମାନବନ୍ଦରରୁ ଦୁଇ ଅଭିଯୁକ୍ତଙ୍କ ନିକଟରୁ ୬ କୋଟିର ମାରିଜୁଆନା ଜବତ ହୋଇଥିବା ସୂଚନା ମିଳିଛି। ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ ଏୟାରପୋର୍ଟରୁ ଜବତ କରିବା ସହ […]

ଶ୍ରୀମନ୍ଦିର ମାଟି ତଳେ ଗଙ୍ଗ ବଂଶର ଗାରିମା

ପୁରୀ :ଶ୍ରୀକ୍ଷେତ୍ରର ମାଟି ତଳେ ଭର୍ତ୍ତି ହୋଇ ରହିଛି ଗଙ୍ଗବଂଶର କୀର୍ତ୍ତିରାଜି । ଜିପିଆର ସର୍ଭେ ରିପୋର୍ଟରେ ଏହି ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ଶ୍ରୀମନ୍ଦିରଠାରୁ ସମୁଦ୍ର ପର୍ଯ୍ୟନ୍ତ ରହିଛି ସୁଡ଼ଙ୍ଗ । ୨୧.୬ବର୍ଗମିଟର […]