ଭୁବନେଶ୍ୱର: ଆଜିଠୁ ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ‘ଜନକଲ୍ୟାଣ ଶିବିର’ ଆୟୋଜନ କରାଯିବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରାଯାଇଛି। ରାଜ୍ୟବ୍ୟାପୀ ସରକାରୀ […]
Category: ରାଜ୍ୟ
ପିଲା ଚୋର ସନ୍ଦେହରେ ଯୁବତୀଙ୍କୁ ଆକ୍ରମଣ :୧୬ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ରାୟଗଡା: କଲ୍ୟାଣସିଂହପୁରରେ ଏକ ବର୍ବରତା ଘଟଣାର ଭିଡ଼ିଓ ସାମ୍ନାକୁ ଆସିଛି । ପିଲା ଚୋର ସନ୍ଦେହରେ ବାହାର ରାଜ୍ୟର ଯୁବତୀଙ୍କୁ ବିବସ୍ତ୍ର କରି ନିର୍ଯାତନା ଦିଆଯାଇଛି l ପୀଡିତାଙ୍କ ସମେତ ଅନ୍ୟ ଜଣେ ସାମାଜିକ […]
ପ୍ରଧାନଶିକ୍ଷକ କରିପାରିଲେନି SIR କାମ, ନିଲମ୍ବିତ ଧମକ ପରେ ଆତ୍ମହତ୍ୟା
ବୌଦ୍ଧ: SIR କାମର ଚାପ ଜଣେ ଶିକ୍ଷକ ତଥା ବୁଥ୍ ଲେଭେଲ ଅଫିସର୍ (BLO)ଙ୍କ ଜୀବନ ନେଇଥିବା ଅଭିଯୋଗ ଆସିଛି। ଏଭଳି ଏକ ସଙ୍ଗୀନ ଅଭିଯୋଗ ଆସିଛି ବୌଦ୍ଧ ଜିଲ୍ଲାରୁ । ଅଭିଯୋଗ ଅନୁଯାୟୀ, […]
ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ନୂଆ ଦାୟିତ୍ବ
ଭୁବନେଶ୍ୱର: ପ୍ରଶାସନିକ ଦକ୍ଷତା ଏବଂ କ୍ଷମତା ନିର୍ମାଣକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଦୁଇ ଜଣ ବରିଷ୍ଠ IAS ଅଧିକାରୀଙ୍କ ପଦବୀରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛନ୍ତି। ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ […]
ବର୍ଷା ପାଇଁ ଦୁଇ ପୁରୁଷଙ୍କ ମଧ୍ୟରେ ପଡ଼ିଲା ହାତଗଣ୍ଠି, ବର୍ଷାକୁ ନିମନ୍ତ୍ରଣ କରିଛନ୍ତି ଗ୍ରାମବାସୀ
ଯାଜପୁର: ବର୍ଷା ପାଇଁ ପୂର୍ବ ପରମ୍ପରା ଅନୁଯାଇ ଦୁଇ ପୁରୁଷଙ୍କ ମଧ୍ୟରେ ବାହାଘର କରି ବର୍ଷାକୁ ନିମନ୍ତ୍ରଣ କରିଛନ୍ତି ଗ୍ରାମବାସୀ lନିଆରା ପରମ୍ପରା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା କୋରେଇ ବ୍ଲକ ଗମ୍ଭାରୀଆ ଗାଁରେ। […]
କାଠଯୋଡ଼ି ରେଳ ସେତୁରୁ ଖସି ଫ୍ଲାଗମ୍ୟାନଙ୍କ ମୃତ୍ୟୁ
କଟକ: କଟକ କାଠଯୋଡ଼ି ନଦୀ ଉପରେ ଥିବା ରେଳ ସେତୁରେ ଡ୍ୟୁଟିରେ ଥିବା ସମୟରେ ପ୍ରାୟ ୫୦ ଫୁଟ୍ ଉଚ୍ଚତାରୁ ତଳକୁ ଖସିପଡ଼ି ଜଣେ ରେଳବାଇ ଫ୍ଲାଗମ୍ୟାନଙ୍କ ମୃତ୍ୟୁ ଘଟିଛି। ମୃତ କର୍ମଚାରୀ ଜଣକ […]
୧୨୮ ମେଡିକାଲ ଅଫିସରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ରାଜ୍ୟରେ ୧୨୮ ଜଣ ମେଡିକାଲ ଅଫିସରଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା […]
ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ବିବାଦୀୟ ଆଇପିଏସ୍ ଅଫିସର ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ଦୟାଲ ଗଙ୍ଗଓ୍ଵାରଙ୍କୁ ସସପେଣ୍ଡ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୌମ୍ୟ ମୃତ୍ୟୁ ମାମଲାରେ ଆଇପିଏସ୍ ଗଙ୍ଗଓ୍ଵାର ବିବାଦ ଘେରକୁ ଆସିଥିଲେ। ଗଙ୍ଗଓ୍ଵାର ତାଙ୍କ ପୁଅକୁ ମାନସିକ ନିର୍ଯାତନା ଦେଇଥିବା […]
ଖୋର୍ଦ୍ଧା ଜିଲ୍ଲାରେ ଆଜିଠୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍, ପୁରୀରେ ୨୨ ତାରିଖ ପର୍ଯ୍ୟନ୍ତ ଛୁଟି
ଭୁବନେଶ୍ୱର: ପ୍ରବଳ ଖରାଏବଂ ଅସହ୍ୟ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ, ପୁରୀରେ ଜୁନ୍ ୨୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟକୁ […]
ଓଡ଼ିଶାରେ ସହରାଞ୍ଚଳ ପରିବହନର ନୂଆ ପରିଭାଷା ସୃଷ୍ଟି କରୁଛି “କ୍ରୁଟ୍”
ଭୁବନେଶ୍ୱର: ରାଜ୍ୟରେ ଏକ ସ୍ଥାୟୀ, ପ୍ରଯୁକ୍ତିଭିତ୍ତିକ ଏବଂ ନାଗରିକ-କେନ୍ଦ୍ରିକ ସାର୍ବଜନୀନ ପରିବହନ ବ୍ୟବସ୍ଥା ଗଠନ କରି ଜାତୀୟ ସ୍ତରରେ ଏକ ସ୍ୱତନ୍ତ୍ର ମାପଦଣ୍ଡ ସାଜିଛି ‘କ୍ରୁଟ୍’ । ବୈଦ୍ୟୁତିକ ଗତିଶୀଳତା (E-Mobility)ର ଦ୍ରୁତ ସମ୍ପ୍ରସାରଣ, […]
