ଏମ.ଭି ୨୬ ଗାଁରେ ୧୬୩ ଧାରା ଲାଗୁ, ୪ ଦିନ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି: ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ମାଲକାନଗିରି ଜିଲ୍ଲାର ଏମଭି-୨୬ ଏବଂ ରାଖାଲଗୁଡ଼ା ଗ୍ରାମ ମଧ୍ୟରେ ଗୋଷ୍ଠୀ ବିବାଦ ଦେଖାଦେଇଛି । ଫଳରେ ଦୁଇ ଗ୍ରାମର ୧୦ କିଲୋମିଟର୍ ପରିଧି ପର୍ଯ୍ୟନ୍ତ ଭାରତୀୟ ନ୍ୟାୟ […]

ଡିସେମ୍ବର ୮ ଏବଂ ୯ ରେ ବାରବାଟୀରେ ଟି-20 ମ୍ୟାଚ୍ ପାଇଁ ଟ୍ରାଫିକ୍ କଟକଣା ଲାଗୁ

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ […]

କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା ଆରମ୍ଭ

କୋଣାର୍କ: ବିଶ୍ବପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଜଗମୋହନରୁ ବାଲି କାଢ଼ିବା ଲାଗି ପ୍ରକିୟା ଆରମ୍ଭ ହୋଇଛି । ଏଏସ୍‌ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ୍‌ଆଇର ପୂର୍ବତନ ଡିଜି ଏକେ ବାସାଙ୍କ ସମେତ […]

ମା’ ତାରିଣୀଙ୍କ ପୀଠ ନିମନ୍ତେ ୩୧୨ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ

କେନ୍ଦୁଝର:କେନ୍ଦୁଝର ଜିଲ୍ଲାରେ ଅନେକ ବର୍ଷର ବହୁ ଆକାଂକ୍ଷିତ ପ୍ରକଳ୍ପ ଆଜି ସଫଳତାର ସହ ଆରମ୍ଭ ହୋଇଛି। ଘଟଗାଁ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ମା’ ତାରିଣୀଙ୍କ ପୀଠର ସମନ୍ବିତ ଉନ୍ନତିକରଣ ନିମନ୍ତେ […]

୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତି ପାଇବେ ଶିକ୍ଷକ

ଭୁବନେଶ୍ୱର: ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ […]

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ ଓ ଭଉଣୀ

ଭୁବନେଶ୍ୱର: ଭଦ୍ରକରେ ପ୍ରଫୁଲ୍ଲଙ୍କ ଦୁଇ ପୁଅ ପ୍ରୟାସକାନ୍ତି ସାମଲ ଓରଫ୍ ଲୁଲୁ ଓ ପ୍ରଣୀତକାନ୍ତି ସାମଲ୍ ଓରଫ୍ ଜୁଲୁ ଏବଂ ଭଉଣୀ ଉର୍ମିଲା ନାୟକ ବିଜେପିରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ […]

ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ

ରାଉରକେଲା: ରାଜଗାଙ୍ଗପୁରରେ ଜଣେ କଲେଜ ଛାତ୍ରୀ ଆତ୍ମାହୁତି କରିଛନ୍ତି। ତାଙ୍କ ଶରୀରର ୯୦% ଅଂଶ ପୋଡି ହୋଇଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆଇଜିଏଚ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଗାଙ୍ଗପୁର ଲାଞ୍ଜିବର୍ଣ୍ଣା ଅଂଚଳର ଛାତ୍ରୀ ଜଣକ […]

ପଥର ଗାଡ଼ି ଧରିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି […]

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ନଜରକୁ ଆସିଛି । ସରକାର ଗ୍ରାମ ପଞ୍ଚାୟତ […]

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସରକାର ଦେବେ ୫୧ ହଜାର ଟଙ୍କାର ସହାୟତା ରାଶି

ଭୁବନେଶ୍ୱର: କନ୍ୟା ବିବାହ ପାଇଁ ସରକାର ଦେବେ ୫୧ ହଜାର ଟଙ୍କା। ଏହି ଟଙ୍କା କନ୍ୟାଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ବିବାହ କାର୍ଯ୍ୟ ପାଇଁ ମିଳିବ ୬ ହଜାର ଟଙ୍କା। ୧୦ […]