ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ରାଜ୍ୟସଭା ସଦସ୍ୟ ତଥା ତିନି ଥରର ବିଧାୟକ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ସାମନ୍ତରାୟ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ […]

ଟ୍ରେନ୍‌ରେ ଚଢ଼ି ସେଲ୍ଫି ନେଲା ବେଳେ ବିଦ୍ୟୁତ ତାର ଲାଗି ଜଳିଗଲେ ଯୁବକ

ଭୁବନେଶ୍ୱର:ଟ୍ରେନ୍ ବଗି ଉପରେ ଚଢ଼ି ଫଟୋ ଉଠାଉଥିବା ବେଳେ ଜଳିଗଲେ ଯୁବକ । ଯୁବକ ଜଣକ ରାଜସ୍ଥାନରୁ CTTCରେ ଟ୍ରେନିଂ ପାଇଁ ଆସିଥିଲେ । ମଞ୍ଚେଶ୍ୱର ଷ୍ଟେସନର ୩ ନମ୍ବର ପ୍ଲାଟଫର୍ମରେ ଘଟିଛି ଏଭଳି […]

ରାଜଧାନୀରେ ଭୟଙ୍କର ଦୁର୍ଘଟଣା ଅଟୋକୁ ୬୦ ମିଟର ଘୋଷାଡ଼ି ନେଲା ଟ୍ରକ୍

ଭୁବନେଶ୍ୱର:କଟକ-ପୁରୀ ବାଇପାସ୍ ରୋଡ୍‌ର ପାଣ୍ଡରା ଛକ ଦେଖିବାକୁ ମିଳିଛି ନିକଟରେ ଏକ ଭୟଙ୍କର ହିଟ୍ ଆଣ୍ଡ ରନ୍ ଘଟଣା।ସୂଚନା ଅନୁଯାୟୀ ଏକ ଯାତ୍ରୀବାହୀ ଅଟୋ ରାସ୍ତାରେ ଯାଉଥିବା ବେଳେ ପଛପଟୁ ଦ୍ରୁତ ଗତିରେ ଆସୁଥିବା […]

ଉତ୍କେଲାରୁ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ

ଭୁବନେଶ୍ୱର:ଏଣିକି କଳାହାଣ୍ଡି ଜିଲ୍ଲାର ଉତ୍କେଲାରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ଉଡ଼ିବ ବିମାନ । ମେ’ ୨୫ ତାରିଖରୁ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଦିନକୁ ଦୁଇ ଥର ବିମାନ ସେବା ଯୋଗାଇ […]

IPS ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପୋଲିସ ପ୍ରଶାସନରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରକାଶିତ ସରକାରୀ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟର ୧୮ ଜଣ ବରିଷ୍ଠ ଆଇପିଏସ (IPS) ଏବଂ ଓପିଏସ (OPS) […]

ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଚିନ୍ତା ପ୍ରକଟ କଲେ ନବୀନ

ଭୁବନେଶ୍ୱର:ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ (ରାଜା ସ୍ବାଇଁ)ଙ୍କ ଉପରକୁ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ନବୀନ ଏହି ଚିଠିରେ ଉଦବେଗ ପ୍ରକାଶ କରିଛନ୍ତି।ଆଠଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶୁକ୍ରବାର […]

ଏସ୍ଆଇ ପରୀକ୍ଷା କେଳେଙ୍କାରୀ:ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

କଟକ:ପୋଲିସ ଏସ୍ଆଇ ପରୀକ୍ଷା ଘୋଟାଲାରେ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ସମେତ ମୋଟ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ଓଡ଼ିଶା ହାଇକୋର୍ଟ ।ସେହିପରି ଅସ୍ତ୍ରୋପଚାର ପାଇଁ […]

ଗ୍ରୀଷ୍ମପ୍ରବାହକୁ ନେଇ ଗାଇଡ ଲାଇନ ଜାରି

ଭୁବନେଶ୍ୱର : ପ୍ରଚଣ୍ଡ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ସତର୍କ ରହିବା ପାଇଁ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପରାମର୍ଶ । ଆସନ୍ତା ଜୁନ ୨ତାରିଖ ପର୍ଯ୍ୟନ୍ତ ରହିବ […]

ବିଦ୍ୟୁତ୍ କ୍ଷେତ୍ର ପାଇଁ ଏସମା ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର:ରାଜ୍ୟରେ ୬ ମାସ ପାଇଁ ବିଦ୍ୟୁତ୍ ସେବାରେ ଧର୍ମଘଟକୁ ନିଷିଦ୍ଧ କରିଛନ୍ତି ରାଜ୍ୟ ସରକାର । ଶକ୍ତି ସଙ୍କଟ ଥିବାରୁ କର୍ମଚାରୀ, ଯନ୍ତ୍ରୀମାନେ କରିପାରିବେନି କାର୍ଯ୍ୟବନ୍ଦ ଆନ୍ଦୋଳନ ।୬ ମାସ ପାଇଁ ଶକ୍ତି କ୍ଷେତ୍ରରେ […]

ରାଜଧାନୀରେ ନକଲି NIA ଅଫିସର ଗିରଫ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ବ୍ୟକ୍ତି ନିଜକୁ ଜାତୀୟ ଅନୁସନ୍ଧାନ ସଂସ୍ଥା (NIA) ର ଅଧିକାରୀ ବୋଲି ପରିଚୟ ଦେଇ ପୋଲିସ କାର୍ଯ୍ୟରେ ପ୍ରଭାବ ପକାଇବାକୁ ଚେଷ୍ଟା କରିଥିବା ଅଭିଯୋଗରେ ଶୁକ୍ରବାର ଦିନ ଗିରଫ ହୋଇଛନ୍ତି।ଉକ୍ତ […]