ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଟଣା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ […]

ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା

ଭୁବନେଶ୍ୱର: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ ରେ […]

ଫ୍ରାନ୍ସରୁ ୯୦ ରାଫେଲ F4 ଏବଂ ୨୪ ରାଫେଲ F5 କିଣିବେ ଭାରତ ସରକାର

ନୂଆଦିଲ୍ଲୀ: ଭାରତ ସରକାର ମଲ୍ଟି-ରୋଲ୍ ଫାଇଟର ଏୟାରକ୍ରାଫ୍ଟ (MRFA) କାର୍ଯ୍ୟକ୍ରମ ଅଧୀନରେ ୧୧୪ ଓ ଫାଇଟର ପ୍ଲେନ୍ ପାଇଁ ଏକ ଡାଇରେକ୍ଟ ଗର୍ଭମେଣ୍ଟ-ଟୁ ଗର୍ଭମେଣ୍ଟ ପ୍ରପୋଜାଲ ତିଆରି କରୁଛନ୍ତି l ଭାରତୀୟ ବାୟୁସେନା ସୁପାରିଶ […]

ଲୁଟ୍ ହେଉଛି ଲଘୁ ଖଣିଜ ସମ୍ପଦ

ଭୁବନେଶ୍ୱର: ରାଜ୍ୟରେ ଲଘୁ ଖଣିଜ ସମ୍ପଦ ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ କୋଟି କୋଟି ଜରିମାନା ଆଦାୟ କଲେଣି ରାଜ୍ୟ ସରକାର। ଜାନୁଆରୀ ୨୦୨୨ରୁ ଅକ୍ଟୋବର ୨୦୨୫ ୩ ବର୍ଷରେ ପ୍ରାୟ ୧୨୬ କୋଟି […]

ମତ୍ସ୍ୟଜୀବୀଙ୍କ ଜାଲରେ ବିଶାଳ ସାର୍କ

ବାଲେଶ୍ଵର :  ବଙ୍ଗୋପସାଗରରୁ ଦୁଇଟି ବିଶାଳ ସାର୍କଙ୍କ ମୃତଦେହ ମିଳିଛି। ଭୋଗରାଇ ବ୍ଲକ୍‌ ତାଳସାରୀ ନିକଟରେ ଆଜି ଏକ ବିରାଟ ସାର୍କ ଧରାପଡ଼ିଛି। କିଛି ମତ୍ସ୍ୟଜୀବୀ ମାଛ ମାରିବା ପାଇଁ ଭୁଟୁଭୁଟିରେ ମଝି ସମୁଦ୍ରକୁ […]

ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

କଟକ: ଗତକାଲି ଏକ କାର୍ ଭାରସାମ୍ୟ ହରାଇ ଜଗତପୁର ଥାନା ଅନ୍ତର୍ଗତ ଆଇବି ରୋଡ୍‌ସ୍ଥିତ ବିରୂପା ନଦୀକୁ ଖସିପଡ଼ିଥିଲା ଓ ଜଣେ ଯୁବକ ଉଦ୍ଧାର ହୋଇଥିବାବେଳେ ଅନ୍ୟ ଜଣେ ଯୁବକ ନିଖୋଜ ଥିଲେ । […]

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ଜେଲ୍ ଗଲେ ଶିକ୍ଷକ

ବଲାଙ୍ଗୀର: ଲରମ୍ଭା ଥାନା ଅଞ୍ଚଳରେ ଥିବା ଏକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଜନୈକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ଛାତ୍ରୀଙ୍କ […]

ଆଳୁ ସଙ୍କଟ ଓ ଶୀତଳଭଣ୍ଡାରକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି । ଯାହା ଭିତରୁ ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର । ତେବେ ଏହାର କ୍ଷମତା ରହିଛି ୧ ଲକ୍ଷ […]

ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡ଼ରଙ୍କୁ ଅର୍ଥ ପ୍ରଦାନ ନେଇ ପ୍ରଶ୍ନ କଲେ ଅରୁଣ ସାହୁ

ଭୁବନେଶ୍ୱର: ଓଡ଼ିଶା ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ମୋଟା ଅର୍ଥ ନେଇଛନ୍ତି। ମାଧୁରୀଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ବିମାନ ସହ […]

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ […]