୯ ଯାଏଁ ‘କାଳବୈଶାଖୀ’ ତାଣ୍ଡବ: ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଏବେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳୁଛି। ଅପରାହ୍ନ ହେଲେ କଳାହାଣ୍ଡିଆ ମେଘ ସାଙ୍ଗକୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ […]

ମହାଙ୍ଗା ହେଲା ଓମ୍‌ଫେଡ୍ କ୍ଷୀର, ଲିଟର ପିଛା ୪ ଟଙ୍କା ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଓମ୍‌ଫେଡ୍ କ୍ଷୀର ଦର ବୃଦ୍ଧି ପରେ ଖାଉଟି ଚିନ୍ତାରେ। ମହାଙ୍ଗା ହେଲା ଓମ୍‌ଫେଡ୍ କ୍ଷୀର ଦର। ନିର୍ଦ୍ଧାରିତ ମୂଲ୍ୟ ଠାରୁ ପ୍ରତି ଲିଟର ପିଛା କ୍ଷୀର ଦର ୪ ଟଙ୍କା ବୃଦ୍ଧି […]

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ; ପାସ୍ ହାର ୯୫. ୩୩ %

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସନ୍ଧ୍ୟା ୬ଟା ପରଠାରୁ ୱେବସାଇଟରେ ରେଜଲ୍ଟ ଉପଲବ୍ଧ […]

NEP-2020: ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ଯୋଗଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଜାତୀୟ ଶିକ୍ଷା ନୀତି (NEP-2020) ର କାର୍ଯ୍ୟାନ୍ୱୟନ ନେଇ ସ୍ଥାନୀୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର […]

ସ୍କୁଲ ପିଲାଙ୍କ ପାଇଁ ଆସୁଥିବା ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି ବେଳେ ଘେରିଗଲେ ଗାଁ ଲୋକେ

ଭୋଗରାଇ: ଭୋଗରାଇ ସହରିଆ ପ୍ରାଥମିକ ବିଦ୍ୟାଳୟକୁ ପିଲାଙ୍କ ମଧ୍ୟାହ୍ନ ଭୋଜନ ପାଇଁ ଆସିଥିବା ଚାଉଳ ଏକ ଚାଉଳ ଗୋଦାମକୁ ବିକ୍ରି ପାଇଁ ଅଣା ଯାଇଥିଲା। ବଜାରରେ ବିକ୍ରି ବେଳେ ଘେରିଗଲେ ଗାଁ ଲୋକେ। ସ୍ଥାନୀୟ […]

ଆଜି ପ୍ରକାଶ ପାଇବ ୧୦ମ ଶ୍ରେଣୀ ପରୀକ୍ଷା ଫଳ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା-୨୦୨୬ର ଫଳାଫଳ ଆଜି ଅପରାହ୍‌ଣରେ ପ୍ରକାଶ ପାଇବ। ଏନେଇ ଗତ ଗୁରୁବାର ଦିନ ବୋର୍ଡ କର୍ତ୍ତୃପକ୍ଷ ବିଜ୍ଞପ୍ତି ଜାରି କରିଥିଲେ l ଜାରି […]

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟ ଶୁଭାରମ୍ଭ

ରାୟଗଡା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ରାୟଗଡ଼ା ଜିଲ୍ଲାଠାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଚତୁର୍ଥ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୧୭୦୦ […]

ବିଜେବି କଲେଜରେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ

ଭୁବନେଶ୍ୱର: ବିଜେବି କଲେଜରେ କମେଣ୍ଟ ମାରିବାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି । ମିଳିଥିବା ସୂଚନା ଅନୁସାରେ ଛାତ୍ରୀଙ୍କୁ କମେଣ୍ଟ ମରାକୁ ନେଇ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ପରିସ୍ଥିତିକୁ […]

ଓଡ଼ିଶାରେ ମହିଳା ସମ୍ମାନକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌ ଏବଂ ସୀମା ନିର୍ଦ୍ଧାରଣ (Delimitation) ପ୍ରସଙ୍ଗରେ ଆଲୋଚନା ଚାଲିଥିବା […]

ପୋଲିସକୁ ଛୁରା ମାଡ଼ ଅଭିଯୋଗରେ ୫ ଜଣ ଆକ୍ରମଣକାରୀ ଅଟକ

କଟକ: ଗତକାଲି ରାତିରେ କଟକ ଓଏମ୍‌ପି ସ୍ଥିତ ଷଷ୍ଠ ବାଟାଲିୟନ୍ କ୍ୟାମ୍ପସ୍ ରେ ପୋଲିସକୁ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ୫ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ତିନି […]