ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିବେନି କଂଗ୍ରେସ ଏବଂ ବିଜେଡି: ଭକ୍ତ ଚରଣ ଦାସ

ଭୁବନେଶ୍ୱର: ଆସନ୍ତା ପଞ୍ଚାୟତ ନିର୍ବାଚନରେ କଂଗ୍ରେସ ଏବଂ ବିଜେଡି ମଧ୍ୟରେ କୌଣସି ମେଣ୍ଟ ହେବ ନାହିଁ ସ୍ପଷ୍ଟ କରିଛି କଂଗ୍ରେସ । ପଞ୍ଚାୟତ ଓ ମ୍ୟୁନିସିପାଲଟି ନିର୍ବାଚନରେ ନିଜ ଦମ୍‌ରେ ଲଢ଼ିବ କଂଗ୍ରେସ । […]

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ ପାଳନ

କଟକ: ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀରେ ଚଳଚଞ୍ଚଳ ହୋଇଛି ମଧୁବାବୁଙ୍କ ଜନ୍ମମାଟି କଟକ ଜିଲ୍ଲାର ସତ୍ୟଭାମାପୁର। ପ୍ରଥମ ଓଡ଼ିଆ ଭାବେ ବିଦେଶ ଯାଇ ପାଠ ପଢିଥିବା ଉତ୍କଳ ଗୌରବ, ରାଜ୍ୟ […]

ବ୍ୟାଙ୍କରୁ ଟଙ୍କା ଉଠାଇବାକୁ ଭଉଣୀର ମୃତଦେହ ଧରି ପହଞ୍ଚିଲା ଭାଇ

କେନ୍ଦୁଝର:କେନ୍ଦୁଝର ଜିଲ୍ଲା ପାଟଣା ଥାନା ମଲ୍ଲିପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ସମ୍ମୁଖରେ ସୋମବାର ଏକ ହୃଦୟବିଦାରକ ତଥା ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଥିଲା । ସୂଚନା ଅନୁଯାୟୀ, ଡ଼ିଆନାଳି ଗାଁର ଜିତୁ […]

ନିଲମ୍ବିତ ହୋଇଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଦାବିନେଇ ବାଚସ୍ପତିଙ୍କୁ ଭେଟିଲେ ବିଜେଡିର ପ୍ରତିନିଧି ଦଳ

ଭୁବନେଶ୍ୱର:ବିଜେଡିରୁ ନିଲମ୍ବିତ ହୋଇଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଦାବିରେ ସୋମବାର ବିଜୁ ଜନତା ଦଳ ର ଏକ ପ୍ରତିନିଧି ଦଳ ବାଚସ୍ପତିଙ୍କୁ ଭେଟିଛନ୍ତି। ବିଜେଡି ବିଧାୟକ ଅରୁଣ ସାହୁ ଗଣମାଧ୍ୟମକୁ […]

ଲିଙ୍ଗରାଜ ମନ୍ଦିର ସତ୍ତ୍ୱଲିପି କମିଟିର ଦ୍ୱିତୀୟ ଅନ୍ତରିଣ ରିପୋର୍ଟ ଦାଖଲ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ସର୍ବାଙ୍ଗୀଣ ଉନ୍ନତି ଓ ସୁପରିଚାଳନା ନିମନ୍ତେ ଆବଶ୍ୟକ ପରାମର୍ଶ ଦେବା ପାଇଁ ଜଷ୍ଟିସ୍‌ ଡ ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଦୁଇଜଣିଆ […]

ଏସସିବିରୁ ଶିଶୁ ନିଖୋଜ ଘଟଣାର ପ୍ରଶାସନିକ ଖୋଳତାଡ଼ ଆରମ୍ଭ

କଟକ: ଏସ୍ ସି ଵି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗରୁ ୧୬ ଜଣ ଶିଶୁ ନିଖୋଜ ହେବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ୨୦୧୯ରୁ ୨୦୨୬ ମଧ୍ୟରେ ଅସହାୟ ଓ ମାନସିକ […]

ରେଙ୍ଗାଳି ବାମ ବନ୍ଧ କେନାଲ କାର୍ଯ୍ୟାଳୟରେ ପଡିଲା ତାଲା

ଢେଙ୍କାନାଳ: କଟକ କମର୍ସିଆଲ୍ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ କ୍ରମେ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି । ରାଜଲକ୍ଷ୍ମୀ କନଷ୍ଟ୍ରକସନ ଠିକା ସଂସ୍ଥାର ବକେୟା ଅର୍ଥ ପଇଠ କରିବାରେ ବିଫଳ ହେବାରୁ ରେଙ୍ଗାଳି ବାମ […]

ମହିଳା ସଂରକ୍ଷଣ ବିଲକୁ ନେଇ ଦେଶବାସୀଙ୍କୁ ଭ୍ରମିତ କରୁଛି ବିଜେପି: ବିଜେଡି

ଭୁବନେଶ୍ୱର: ୨୦୨୩ ମସିହାରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ନାମରେ ମହିଳା ସଂରକ୍ଷଣ ବିଲ ସଂସଦର ଉଭୟ ଗୃହରେ ପାରିତ ହେବା ସହିତ ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିଥିଲେ ମଧ୍ୟ ଏହାକୁ ୨୦୨୪ ନିର୍ବାଚନରେ […]

ଦାବି ପୂରଣ ନହେଲେ ଡାକ୍ତରମା‌ନେ ସାମୂହିକ ଇସ୍ତଫା ଦେବେ:ଓମସା

ଭୁବନେଶ୍ୱର: ଜାନୁଆରି ମାସରେ ଓମସା ଡାକ୍ତରମାନେ ଦୁଇ ଘଣ୍ଟା ଓପିଡି ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ୪ ମାସ ଭିତ‌ରେ ଡାକ୍ତରଙ୍କ ଦାବି ପୂରଣ କରିବା ନେଇ ସରକାର ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ସରକାର […]

ପିଏମ୍‌ସି ସ୍ବାସ୍ଥ୍ୟ କାର୍ଯ୍ୟାଳୟରେ ସଫେଇ କର୍ମଚାରୀଙ୍କ ଘେରଉ

ପୁରୀ: ପୁରୀ ମହାନଗର ନିଗମ(ପିଏମସି) ମୁଖିଆ କହିଲେଣି ପୁରୀରେ ଭୁବନେଶ୍ୱର ଭଳି ଦୁଇ ଥର ସଫା ହବ। ଆନ୍ତର୍ଜାତିକ ପର୍ଯ୍ୟଟନ ସହରକୁ ସ୍ୱଚ୍ଛ ରଖିବାକୁ ହେଲେ ଏଥର ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ […]