ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ପାଞ୍ଚ ଦିନିଆ ଗସ୍ତରେ ଯିବେ । ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ […]
Category: ରାଜ୍ୟ
ବନ୍ୟା ପୀଡ଼ିତଙ୍କ ପାଇଁ SBIର ୧.୩୦ କୋଟି ଟଙ୍କା ସହାୟତା
ଭୁବନେଶ୍ୱର: ଓଡ଼ିଶାର ବନ୍ୟାରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ସହାୟତା ରାଶି ମିଳିଛି |ଏସ୍ବିଆଇ ଭୁବନେଶ୍ୱର ସର୍କଲର ମୁଖ୍ୟ ମହାପ୍ରବନ୍ଧକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]
ଲାଞ୍ଚ ନେଇ ଧରାପଡ଼ିଲେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ
ପୁରୀ: ଓଡ଼ିଶା ଭିଜିଲାନ୍ସ ବିଭାଗ ପୁରୀ ଜିଲ୍ଲାର ଦୁଇ ଜଣ ରାଜସ୍ୱ ଅଧିକାରୀଙ୍କୁ ୩୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି । ଏକ ଜମି କିସମ ପରିବର୍ତ୍ତନ ଆବେଦନର ପ୍ରକ୍ରିୟାକରଣ ପାଇଁ ସେମାନେ […]
ରାଜ୍ୟ କ୍ୟାବିନେଟ୍ର ୪୭ତମ ବୈଠକରେ ୧୨ ବିଭାଗର ୧୮ ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର: ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ବିଦ୍ୟୁତ, ଶିକ୍ଷା, ନିଯୁକ୍ତି ଓ ଶ୍ରୀଜଗନ୍ନାଥ ମନ୍ଦିର ଜମି ପରିଚାଳନା କ୍ଷେତ୍ରରେ […]
ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ ନିଯୁକ୍ତି ମାମଲା: ସୁପ୍ରିମକୋର୍ଟରେ ସେପ୍ଟେମ୍ବର ୧୬ କୁ ଘୁଞ୍ଚିଲା
ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଆଇନଗତ ଜଟିଳତା ଓ ଦ୍ୱନ୍ଦ ଜାରି ରହିଛି। ଏହି ମାମଲାରେ ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣି ପୁଣିଥରେ ଘୁଞ୍ଚିଯାଇଛି। […]
CBSE ଢାଞ୍ଚାରେ ଚାଲିବ ନୂଆ ଏକକ ବୋର୍ଡ
ଭୁବନେଶ୍ୱର: ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ଏକକ ବୋର୍ଡ ଅଧୀନରେ ପରିଚାଳନା କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ୪୪ତମ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରତିଷ୍ଠା ଦିବସ […]
ଗୁଆହାଟୀରେ ବୀଭତ୍ସ ହତ୍ୟା; ଫ୍ରିଜ୍ରୁ ମିଳିଲା ମୃତ ମହିଳାଙ୍କ କଟାମୁଣ୍ଡ
ଆସାମ: ଆସାମର ଗୁଆହାଟୀଠାରେ ଜଣେ ନିଷ୍ଠୁର ସ୍ୱାମୀ ନିଜ ପତ୍ନୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ, ତାଙ୍କ ମୁଣ୍ଡ କାଟି ଏକ ପଲିଥିନ୍ ବ୍ୟାଗ୍ରେ ପୂରାଇ ଫ୍ରିଜ୍ରେ ଲୁଚାଇ ରଖିଥିବା ପୋଲିସ […]
ବିଲ୍ ପାସ ପାଇଁ ଟଙ୍କା ନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
କଟକ: ଲାଞ୍ଚ ନେଇ ଧରାପଡିବା ପରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଘରକୁ […]
୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ଲେଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ରାଜ୍ୟର ଯେଉଁ ସରକାରୀ କାର୍ଯ୍ୟାଳୟ କିମ୍ବା ପ୍ରତିଷ୍ଠାନଗୁଡ଼ିକର ସାଇନ୍ବୋର୍ଡରେ ଏପର୍ଯ୍ୟନ୍ତ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନ ପରିବର୍ତ୍ତନ ହୋଇନାହିଁ, ସେଗୁଡ଼ିକୁ ଆସନ୍ତା […]
ରାଜ୍ୟ ନିର୍ବାଚନ କମିସନଙ୍କ ବଡ଼ ସୂଚନା:ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ ଆଡ଼କୁ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ମଧ୍ୟରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଏ ନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଗଣମାଧ୍ୟମକୁ ଏକ […]
