ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧବାର୍ଷିକୀ । ବିଜୁ ବାବୁଙ୍କୁ ଆଜି ମନେ ପକାଉଛି ସାରା ଓଡ଼ିଶା ।ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ […]

ଜିଲ୍ଲାପାଳମାନଙ୍କ ରିପୋର୍ଟ ଆଧାରରେ ହେବ ସ୍କୁଲ ଛୁଟି

ଭୁବନେଶ୍ୱର: ଜିଲ୍ଲାପାଳମାନଙ୍କ ରିପୋର୍ଟ ଆଧାରରେ ହେବ ସ୍କୁଲ ଛୁଟି । ଯେଉଁ ଜିଲ୍ଲାଗୁଡିକରେ ଅସହ୍ୟ ଗରମ ହେଉଛି, ସେହିସବୁ ଜିଲ୍ଲା ଗୁଡିକର ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ସ୍କୁଲ ଛୁଟି ହେବା ନେଇ ନିଷ୍ପତି ନିଆଯିବ […]

ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍ ନବଜାତ ଶିଶୁରୋଗ ବିଭାଗ

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁ କନ୍ୟାର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ନବଜାତ ଶିଶୁରୋଗ ବିଭାଗର ଡାକ୍ତରୀ ଟିମ୍ । ଶିଶୁଟି […]

ରାଜ୍ୟରେ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍। ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବା ପାଇଁ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା […]

ଥାର୍ କିଣାରେ ବଡ଼ ଘୋଟାଲା; ଅଡିଟ୍ ରେ ଖୋଲିବ ସତ୍ୟ

ଭୁବନେଶ୍ୱର: ଥାର୍ କିଣାରେ ଘୋଟାଲା ହୋଇଥିବାରୁ ୧୨ କୋଟିର ହିସାବ ମାଗିଛନ୍ତି ସରକାର। ଜଙ୍ଗଲ ବିଭାଗ ପକ୍ଷରୁ ୫୧ଟି ମହିନ୍ଦ୍ରା ଥାର୍ ଗାଡ଼ି କିଣା ଓ ସେଗୁଡ଼ିକର ମୋଡିଫିକେସନ୍‌ ଖର୍ଚ୍ଚ ଏବେ ସନ୍ଦେହ ଘେରରେ […]

ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକ ଲେଖିଥିବା ଚିଠିର ଜବାବ ରଖିଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି […]

୫୦୦ରୁ ୫୦୦ ନମ୍ୱର ରଖି CBSE ଟପର ହେଲେ ଓଡ଼ିଶା ଛାତ୍ରୀ

ଭୁବନେଶ୍ୱର: ପ୍ରକାଶ ପାଇଛି CBSE ଦଶମ ଶ୍ରେଣୀ ପରୀକ୍ଷା ଫଳ। ଏହି ପରୀକ୍ଷାରେ ଓଡ଼ିଶାର ଛାତ୍ରୀ ଟିନା ରଥ ଅସାଧାରଣ ସଫଳତା ହାସଲ କରି ରାଜ୍ୟ ପାଇଁ ଗର୍ବ ଆଣିଛନ୍ତି। ଭୁବନେଶ୍ୱରସ୍ଥିତ ମଦର୍ସ ପବ୍ଲିକ୍ […]

୪୮ ଘଣ୍ଟା ମଧ୍ୟରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡାକନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ ଡିଲିମିଟେସନ (ସୀମା ନିର୍ଦ୍ଧାରଣ) ପ୍ରସଙ୍ଗକୁ ନେଇ ସରଗରମ ହୋଇଛି ରାଜନୀତି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ପାଇଁ ବିଧାନସଭାର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି […]

ଓଏସଏସଏସସି ପାଇଁ ୭୨ଟି ନୂତନ ପଦବୀ ମଞ୍ଜୁର କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (OSSSC)ର କାର୍ଯ୍ୟଧାରାକୁ ଅଧିକ ତ୍ୱରାନ୍ୱିତ ଓ ସୁସଂଗଠିତ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆୟୋଗ ପାଇଁ ୭୨ଟି ନୂତନ ପଦବୀ […]

ପ୍ରକାଶ ପାଇଲା ସିବିଏସଇ ଦଶମ ପରୀକ୍ଷାଫଳ; ଡିଜିଲକର ଓ ଉମଙ୍ଗ ଆପ୍‌ରେ ଜାଣିପାରିବେ ରେଜଲ୍ଟ

ଭୁବନେଶ୍ୱର: CBSE ଦଶମ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । CBSE ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହୋଇଥିବା ବେଳେ ଛାତ୍ରଛାତ୍ରୀ ନିଜର ଫଳାଫଳ ଚେକ୍‌ କରି ପାରିବେ। cbse.gov.in ଏବଂ results.cbse.nic.inରେ ରେଜଲ୍ଟ ଉପଲବ୍ଧ। […]