‘ଆମ ବସ୍’ରୁ ଲୁଟ୍ ଘଟଣାରେ ମହିଳା ବଂଜରା ଗ୍ୟାଙ୍ଗକୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ‘ଆମ ବସ୍’ରୁ ଲୁଟ୍ ଘଟଣାରେ ୫ ଜଣିଆ ମହିଳା ବଂଜରା ଗ୍ୟାଙ୍ଗକୁ ଗିରଫ କରିଛି ନୟାପଲ୍ଲୀ ପୁଲିସ।ଅଭିଯୁକ୍ତମାନଙ୍କଠାରୁ ୧୦ଟି ଚୋରା ମୋବାଇଲ ଫୋନ ଓ ୨ଟି ଦାମୀ ବ୍ୟାଗ ଜବତ କରାଯାଇଛି। ଗିରଫ […]

ଜାତୀୟ ସ୍ତରୀୟ କ୍ଷୁଦ୍ର ଫିଲ୍ମ ଫେଷ୍ଟିଭାଲ୍ “ସାମର୍ଥ୍ୟ-୨୦୨୬” ଆୟୋଜିତ

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟ ତଥା ଜାତୀୟ ସ୍ତରୀୟ କ୍ଷୁଦ୍ର ଚଳଚିତ୍ର ବା ନ୍ୟାସନାଲ ସର୍ଟ ଫିଲ୍ମ ଫେଷ୍ଟିଭାଲ୍ “ସାମର୍ଥ୍ୟ-୨୦୨୬” ଆରମ୍ଭ ହୋଇଯାଇଛି | ରାଜ୍ୟ ତଥା ଜାତୀୟ ସ୍ତରର ୬୪ ଟି ଫିଲ୍ମ […]

ମିଛ ଦୁର୍ଘଟଣା ଖବର ଦେଇ ମହିଳାଙ୍କୁ ଡାକିନେଇ ଗଣଦୁଷ୍କର୍ମ ଅଭିଯୋଗ

ଯାଜପୁର: ଜଣେ ମହିଳାଙ୍କୁ ସ୍ୱାମୀଙ୍କ ଦୁର୍ଘଟଣା ହୋଇଥିବା ମିଛ ଖବର ଦେଇ ଡାକିନେବା ପରେ ଗଣଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଯାଜପୁର ରୋଡ୍‌ର ଏକ ହୋଟେଲରେ କାମ କରୁଥିବା ମହିଳାଙ୍କୁ […]

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ; ୮,୪୩୪ ଗ୍ୟାସ ସିଲିଣ୍ଡର ଜବତ, ୯ ଗିରଫ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶାରେ ଏଲପିଜି ସିଲିଣ୍ଡର କଳାବଜାରୀ ଓ ବେଆଇନ ମହଜୁଦ ବିରୋଧରେ ଚଢ଼ାଉ ଅଭିଯାନ ଚାଲିଛି | ରାଜ୍ୟବ୍ୟାପୀ ଚଢ଼ାଉରେ ୮,୪୩୪ଟି ଏଲପିଜି ସିଲିଣ୍ଡର […]

ସଂରକ୍ଷିତ ଜଙ୍ଗଲ ଜମିରେ ବେଆଇନ ନିର୍ମାଣ ଉଚ୍ଛେଦ

ରାଉରକେଲା: ବନ ବିଭାଗର ସଂରକ୍ଷିତ ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମିତ କାର୍ଯ୍ୟାଳୟ ଉପରେ ବନ ବିଭାଗର ବଡ଼ ଆକ୍ସନ୍ । ଜଙ୍ଗଲ ଜମି ଜବରଦଖଲ ଅଭିଯୋଗରେ ପ୍ରଶାସନ ପକ୍ଷରୁ ଏହି କଠୋର କାର୍ଯ୍ୟାନୁଷ୍ଠାନ […]

କେଜି ରୁ ପିଜି’ ନିଃଶୁଳ୍କ ଶିକ୍ଷାରେ ଓଡ଼ିଶା ଦେଶରେ ପ୍ରଥମ; ଆଗାମୀ ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର: କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ୍ କରିବା ସହିତ ସୋସିଆଲ […]

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଜପତି: ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ସମ୍ପୃକ୍ତ ଆଉ ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି l ଗିରଫ […]

ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି

ଭୁବନେଶ୍ୱର : ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି । ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ OUAT କୃଷି ସଦନରେ ଏକ ସ୍ୱତନ୍ତ୍ର […]

ମର୍ମନ୍ତୁଦ ବସ୍‌ ଦୁର୍ଘଟଣା, ଚାଳକ ମୃତ; ୩୦ରୁ ଅଧିକ ଆହତ

ନୟାଗଡ଼: ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ […]

ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ପାଇଁ ମନ୍ଦିରରେ ଭକ୍ତଙ୍କ ଭିଡ଼

ଭୁବନେଶ୍ୱର: ଆଜି ପବିତ୍ର ଜନ୍ମାଷ୍ଟମୀ। ଧରାବତରଣ କରିବେ ସୃଷ୍ଟିର କର୍ତ୍ତା ଶ୍ରୀକୃଷ୍ଣ। ଏହି ଅବସରରେ ସାରା ରାଜ୍ୟରେ ଏକ ଅପୂର୍ବ ଆଧ୍ୟାତ୍ମିକ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ସକାଳୁ ସକାଳୁ ବିଭିନ୍ନ କୃଷ୍ଣ […]