କଟକ:ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ପଡ଼ିଛନ୍ତି । ଭିଜିଲାନ୍ସ ପକ୍ଷରୁ ତାଙ୍କ ବାସଭବନ ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି ।ସୂଚନା ଅନୁଯାୟୀ, ଟାଙ୍ଗୀ-ଚୌଦ୍ୱାରା ରାଜସ୍ୱ ନୀରିକ୍ଷଣ ରାଜାରାମ ବିନ୍ଦ୍ରା ଏକ ପତିତ ଜମିକୁ ଘରବାରୀ କରିବାକୁ ଲାଞ୍ଚ ନେଉଥିଲେ । ଜଣେ ବ୍ୟକ୍ତିଙ୍କ ଠାରୁ ଦାବି ମୁତାବିକ ୩୦ ହଜାର ଟଙ୍କାର ଲାଞ୍ଚ ନେଉଥିଲେ । ଏହି ସମୟରେ ପୂର୍ବ ସୂଚନା ଆଧାରରେ ଚଢାଉ କରିଥିଲେ ଭିଜିଲାନ୍ସ ଅଧିକାରୀ । ଆଉ ଟଙ୍କା ନେବା ସମୟରେ ଆରଆଇଙ୍କ ଧରିଥିଲେ ଏହାସହ ଲାଞ୍ଚ ଟଙ୍କାକୁ ମଧ୍ୟ ଜବତ କରିଥିଲେ ।
Related Posts
କଇଁଛ ଚୋରାଚାଲାଣ ବେଳେ ଧରିଲା ବନ ବିଭାଗ କର୍ମଚାରୀ
- Mysanket News
- June 25, 2026
- 0
ମାଲକାନଗିରି: ଆଜି ସକାଳେ ମାଲକାନଗିରି ବନ କର୍ମଚାରୀମାନେ ପଦ୍ମଗିରି ଛକଠାରେ ଏକ ବୋଲେରୋ ଗାଡ଼ିରୁ ୩୨୯ ଗୋଟି କଇଁଛ କୁ ଜବତ କରିବା ସହିତ ୩ ଜଣଙ୍କୁ ଗିରଫ କରିଛି । ବନ ବିଭାଗର […]
ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ
- Mysanket News
- February 16, 2026
- 0
ଭୁବନେଶ୍ବର: ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ରବିବାର ସଂଧ୍ୟାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 71 ବର୍ଷ ବୟସ ହୋଇଥିଲା। ସେ ଗତଗୁରୁବାର ଦିନ ଏକ ସାହିତ୍ୟ ସଭାରେ ଯୋଗ ଦେଇଥିଲେ। ସେଠାରେ […]
ଗୋ ମାଫିଆଙ୍କୁ ସୂଚନା ଦେଇ ଫସିଲେ ୩ ପୁଲିସ କର୍ମଚାରୀ
- Mysanket News
- July 6, 2026
- 0
ମୟୁରଭଞ୍ଜ: ଗୋ ମାଫିଆଙ୍କୁ ପୋଲିସ ରେଡ୍ ସମ୍ପର୍କରେ ପୂର୍ବରୁ ସୂଚନା ଦେଇ ଫସିଗଲେ ପୋଲିସ ଏଏସଆଇ, କନଷ୍ଟେବଳ ଏବଂ ହୋମଗାର୍ଡ । ମୟୂରଭଞ୍ଜ ଏସପି ଏହି ତିନି କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି […]
